ଶିଖରଚଣ୍ଡୀ ପାହାଡ଼ ନିକଟରେ ହାତୀ, ସତର୍କ କରାଇଲା ବନ ବିଭାଗ
ବାରଙ୍ଗ: ଭୁବନେଶ୍ୱର ଶିଖରଚଣ୍ଡୀ ପାହାଡ଼କୁ ପିକନିକ୍ କରିବାକୁ ଯାଉଛନ୍ତି କି ? ଯଦି ଯାଉଛନ୍ତି ଟିକେ ସାବଧାନତା ଅବଲମ୍ବନ କରନ୍ତୁ । କାରଣ ପାହାଡ଼ ନିକଟ ଜଙ୍ଗଲରେ ବୁଲୁଛନ୍ତି ହାତୀ । ଦୁଇ ବଡ଼ ଦନ୍ତାହାତୀ ଘୂରି ବୁଲୁଛନ୍ତି ପାହାଡ଼ ନିକଟରେ…