ଶିକ୍ଷକମାନଙ୍କ ଗଣ୍ଡଗୋଳକୁ ନେଇ ପାଠପଢା ଠପ, ରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ୍ ଅନ୍ତର୍ଗତ କୁମେଲ୍ ସିଂହା ପଞ୍ଚାୟତ ଅଧିନରେ ଥିବା ଦଧିବାମନ ଉଚ୍ଚ ବିଦ୍ୟାଳୟ ରେ ଦୀର୍ଘ ମାସ ହେଲା ପ୍ରଧାନଶିକ୍ଷକଙ୍କ ସହିତ ସହ ଶିକ୍ଷକମାନଙ୍କ ମତ ମତାନ୍ତର ହେବା ଯୋଗୁଁ ଛାତ୍ରଛାତ୍ରୀଙ୍କ ପାଠପଢା ବାଧାପ୍ରାପ୍ତ ହେବା ସହ ବିଦ୍ୟାଳୟର…

ନୂଆପଡା ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ, ଆଉ ୫୬ଟି ନୂଆ କେନ୍ଦ୍ରରେ ହେବ ମତଦାନ

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଚଳିତବର୍ଷ ନିର୍ବାଚନରେ ୨ ଲକ୍ଷ ୪୮ ହଜାର ୨୫୬ ଜଣ ମତାଦାତା ଭୋଟ୍ ଦେବେ। ଭାରତ ନିର୍ବାଚନ ଆୟୋଗ ୦୧.୦୭.୨୦୨୫ କୁ ଯୋଗ୍ୟତା ତାରିଖ ଭାବରେ ରଖି ଓଡ଼ିଶାର ୭୧-ନୂଆପଡ଼ା…

ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ, ଫୁସ୍‌ଫୁସ୍‌ ସଂକ୍ରମଣଜନିତ ସମସ୍ୟା ହସପିଟାଲରେ ଚିକିତ୍ସାଧୀନ

କଟକ : ବଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ହସପିଟାଲରେ ଚିକିତ୍ସାଧୀନ । ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ବୁଦ୍ଧାଦିତ୍ୟଙ୍କ ଚିକିତ୍ସା ଚାଲିଛି । ତାଙ୍କୁ କିଛି ଦିନ ହେବ ଜ୍ବର ଏକ କଫ ଜନିତ ସମସ୍ୟା ରହିଥିଲା । ତେବେ ଲଙ୍ଗସରେ…

ବାଲିହରଚଣ୍ଡି ପୀଠରେ ଯୁବତୀଙ୍କୁ ଗଣଦୁର୍ଷମ ଅଭିଯୋଗ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ପୁରୀ : ପୁରୀ ବାଲିହରଚଣ୍ଡି ପୀଠରେ ଯୁବତୀଙ୍କୁ ଗଣଦୁର୍ଷମ ଅଭିଯୋଗ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ଆନ୍ଧ୍ରପ୍ରଦେଶରୁ ଅଭିଯୁକ୍ତ ମନୋଜ ବେହେରାକୁ ଗିରଫ କଲା ପୁରୀ ପୋଲିସ । ମୋଟ୍ ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଆଜି ସମସ୍ତଙ୍କର…

ମୁଣ୍ଡରେ ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ମାଓ ନେତ୍ରୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଓ ନେତ୍ରୀଙ୍କ ଆତ୍ମସମର୍ପଣ । ମାଲକାନଗିରି ସୀମାନ୍ତ ଛତିଶଗଡ ଗରିଆବନ୍ଦ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଜଣେ ମାଓ ନେତ୍ରୀ । ତାଙ୍କ ମୁଣ୍ଡରେ ଥିଲା ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି । ଆତ୍ମସମର୍ପଣ କରିଥିବା ମାଓ ନେତ୍ରୀଙ୍କ…

ଦ୍ବନ୍ଦ୍ବରେ ଶିକ୍ଷକ, ସେପ୍ଟେମ୍ବର ୨୭ରେ ସ୍ୱତନ୍ତ୍ର OTET ପରୀକ୍ଷା

ଭୁବନେଶ୍ୱର : ଦ୍ବନ୍ଦ୍ବରେ ଶିକ୍ଷକ। ସ୍ଵତନ୍ତ୍ର ଓଟିଇଟି ପରୀକ୍ଷା ଦିନ ଶିକ୍ଷକମାନେ ସ୍କୁଲରେ ରହିବେ ନାଁ ପରୀକ୍ଷା ଦେବାକୁ ଯିବେ । ସେପ୍ଟେମ୍ବର ୨୭ରେ ସ୍ୱତନ୍ତ୍ର OTET ପରୀକ୍ଷା । ପ୍ରଶ୍ନପତ୍ର ଲିକ ଓ ବୋର୍ଡରେ ଅଧିକାରୀ ନଥିବାରୁ ବାରମ୍ବାର ପରୀକ୍ଷା…

ପୁରୀରେ ହବିଷିଆଳିଙ୍କ ପାଇଁ ପ୍ରସ୍ତୁତି ଆରମ୍ଭ

ପୁରୀ : ପୁରୀରେ ହବିଷିଆଳିଙ୍କ ପାଇଁ ପ୍ରସ୍ତୁତି ଆରମ୍ଭ । ଏଥର ୨୫ ଶହ ହବିଷିଆଳିଙ୍କ ରହିବା ପାଇଁ ବ୍ୟବସ୍ଥା ହେବ । ୪ଟି ସ୍ଥାନରେ ହେବ ହବିଷିଆଳି କେନ୍ଦ୍ର । ପ୍ରଥମ କରି ଆବେଦନ କରିଥିବା ମାଆ ମାନଙ୍କୁ ପ୍ରାଧାନ୍ୟ…

ପ୍ରବଳ ବର୍ଷା ଯୋଗୁଁ କଳିଙ୍ଗା ଘାଟିରେ ବଡ଼ ଭୂସ୍ଖଳନ, କନ୍ଧମାଳରୁ ଗଞ୍ଜାମକୁ ଯୋଗାଯୋଗ ବିଚ୍ଛିନ୍ନ

ବାଲିଗୁଡ଼ା : ପ୍ରବଳ ବର୍ଷା ଯୋଗୁଁ କଳିଙ୍ଗା ଘାଟିରେ ବଡ଼ ଭୂସ୍ଖଳନ । ପାହାଡ଼ରୁ ଖସିଲା ବଡ଼ ବଡ଼ ପଥର ଓ ମାଟି ଅତଡ଼ା । ପଥର ଓ ମାଟି ଖସି କଳିଙ୍ଗା ଘାଟି ରାସ୍ତା ସମ୍ପୂର୍ଣ୍ଣ ବନ୍ଦ। କନ୍ଧମାଳରୁ ଗଞ୍ଜାମକୁ…

ରାସ୍ତାରେ ରିଲ୍ସ ବା ଭିଡିଓ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାସ୍ତାରେ ରିଲ୍ସ ବା ଭିଡିଓ କରୁଛନ୍ତି କି? ତେବେ ହୋଇଯାଆନ୍ତୁ ସାବଧାନ। କାରଣ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ଓଡ଼ିଶାର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ)ଙ୍କୁ ରାସ୍ତା ସୁରକ୍ଷା ଉଲ୍ଲଙ୍ଘନକାରୀ, ବିଶେଷକରି ଗାଡ଼ି ଚାଳନା ବେଳେ ରିଲ୍‌ କିମ୍ବା…

ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ଶାସକ ଓ ବିରୋଧୀଙ୍କ ବୈଠକ

ଭୁବନେଶ୍ୱର: ଆସନ୍ତା ୧୮ରୁ ୨୫ତାରିଖ ପର୍ଯ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ଏଥିରେ ମୋଟ୍‌ ୭ଟି କାର୍ଯ୍ୟଦିବସ ରହିଛି। ବିଧାନସଭା ଯେପରି ସୁରୁଖୁରରେ ଚାଲିବ ସେଥିପାଇଁ ବାଚସ୍ପତି ସୁରମା ପାଢ଼ୀ ମଙ୍ଗଳବାର ଦିନ ସର୍ବଦଳୀୟ ବୈଠକ ଡାକିଛନ୍ତି। ରାଜ୍ୟରେ ଏବେ ସରକାରଙ୍କ…