ବାତ୍ୟା କିମ୍ବା ଅବପାତ ଆଶଙ୍କା ନାହିଁ : ଆଇଏମ୍‌ଡି ଡିଜି

ଭୁବନେଶ୍ଵର : ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମଡି ଡିଜି ସୂଚନା ଦେଇଛନ୍ତି। କହିଛନ୍ତି ବାତ୍ୟା କିମ୍ବା ଅବପାତ ନାହିଁ। ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଜିର ସ୍ଥିତିରେ ଏହା ଅଧିକ…

ଭେଜାହାଣ୍ଡି ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀ ନିବାସରେ ଝାଡ଼ାବାନ୍ତି, ୧୩ ଛାତ୍ରୀ ଅସୁସ୍ଥ

ଜୟପୁର: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅନ୍ତର୍ଗତ ଭେଜାହାଣ୍ଡି ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀ ନିବାସରେ ଝାଡ଼ାବାନ୍ତି ଦେଖାଦେଇଛି। ଫଳରେ ଛାତ୍ରୀ ନିବାସରେ ରହୁଥିବା ୧୩ ଛାତ୍ରୀ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ…

ମହାନଦୀରେ ବୁଡ଼ି ପୁତୁରା ମୃତ, ଦାଦା ନିଖୋଜ

ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ରିଜ ନିକଟ ମହାନଦୀରେ ବୁଡ଼ିଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ଦାଦା ନିଖୋଜ ହୋଇଯାଇଛନ୍ତି। ଅଗ୍ନିଶମ ବାହିନୀ ପକ୍ଷରୁ ତାଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ ଚାଲିଛି। ସୂଚନା ଅନୁସାରେ,…

ଏମ୍ସ ଭୁବନେଶ୍ୱର ପୂର୍ବ ଭାରତରେ ଶ୍ରେଷ୍ଠ ମେଡିକାଲ୍ କଲେଜ

ଭୁବନେଶ୍ୱର: ରାଜ୍ୟ ତଥା ସମଗ୍ର ପୂର୍ବ ଭାରତ ପାଇଁ ପୁଣିଥରେ ସଫଳତା ଆଣିଦେଇଛି ଏମ୍ସ ଭୁବନେଶ୍ୱର। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ତାଲିକା (ଏନଆଇଆରଏଫ)ରେ ଏମ୍ସ ଭୁବନେଶ୍ୱରକୁ ଦେଶର ଶ୍ରେଷ୍ଠ ମେଡିକାଲ କଲେଜ ବର୍ଗରେ…

ହାଇକୋର୍ଟ ପରେ ତାଜ ପ୍ୟାଲେସ ହୋଟେଲକୁ ବୋମା ଧମକ, ଯାଞ୍ଚ କରୁଛି ପୋଲିସ

ନୂଆଦିଲ୍ଲୀ : ଦିଲ୍ଲୀ ଏବଂ ବମ୍ବେ ହାଇକୋର୍ଟକୁ ବୋମା ଧମକ ମିଳିବ ପରେ ଏବେ ଦିଲ୍ଲୀର ତାଜ ପ୍ୟାଲେସ ହୋଟେଲକୁ ବୋମାରେ ଉଡାଇବାକୁ ଧମକ ମିଳିଛି । ଖବର ମିଳିବା ପରେ ସଂପୂର୍ଣ୍ଣ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଏହାକୁ ନେଇ…

ନେପାଳ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ନେପାଳରେ ହିଂସା ପରେ, ସୁଶୀଳା କାର୍କି ଏବେ ଅନ୍ତରୀଣ ସରକାର ଭାବରେ ଦେଶର ଦାୟିତ୍ୱ ଗ୍ରହଣ କରିଛନ୍ତି। ଭାରତ ସୁଶୀଳା କାର୍କିଙ୍କୁ ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେବା ପାଇଁ ଅଭିନନ୍ଦନ ଜଣାଇଛି। ଏହାସହ ଭାରତ ଦୁଇ ଦେଶ ମଧ୍ୟରେ ଶାନ୍ତି ଏବଂ…

କଙ୍ଗୋରେ ଡଙ୍ଗା ବୁଡ଼ି ୮୬ ମୃତ

କଙ୍ଗୋ: କଙ୍ଗୋରେ ଭୟଙ୍କର ବୋଟ ଟ୍ରାଜେଡି । ଯେଉଁଥିରେ ଅତି କମରେ ୮୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଘଟଣା ବସନକୁସୁ ଅଞ୍ଚଳରେ ଘଟିଛି । ଅନ୍ୟ ୧୪୬ ଜଣଙ୍କ ନିଖୋଜ ଅଛନ୍ତି । ସେମାନଙ୍କୁ ଉଦ୍ଧାର ପାଇଁ ଅଭିଯାନ…

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ମୋହନ ଯାଦବ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ । ବଡ଼ ବିପଦରୁ ବର୍ତ୍ତିଗଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ । ମନ୍ଦସୋର ଜିଲ୍ଲାର ଗାନ୍ଧି ସାଗରରେ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଗାନ୍ଧିସାଗର ଫରେଷ୍ଟ ରିଟ୍ରିଟ୍…

ନେପାଳରୁ ହଟିଲା କର୍ଫ୍ୟୁ: ଖୋଲିଲା ଦୋକାନ ଓ ମଲ୍

କାଠମାଣ୍ଡୁ : ନେପାଳରେ ଧିରେ ଧିରେ ଶାନ୍ତି ଫେରୁଛି । ଆଜି ରାଜଧାନୀ କାଠମାଣ୍ଡୁରେ ଲାଗୁ ହୋଇଥିବା କର୍ଫ୍ୟୁକୁ ହଟାଇ ଦିଆଯାଇଛି । ଅନ୍ତରୀଣ ସରକାର ଗଠନ ହେବା ପରେ, ସୁରକ୍ଷା ବାହିନୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି…

ମଣିପୁର ସାହସ ଓ ବୀରତ୍ୱର ଭୂମି: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ୨୦୨୩ ମସିହା ମଣିପୁର ହିଂସାକାଣ୍ଡ ପରେ ପ୍ରଥମ କରି ଆଜି ମଣିପୁର ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ମଣିପୁର ସାମ୍ପ୍ରଦାୟିକ ହିଂସାରେ ସର୍ବାଧିକ କ୍ଷତିଗ୍ରସ୍ତ ଚୁଡାଚନ୍ଦ୍ରପୁର ଜିଲାରେ ୭ହଜାର ୩ଶହ କୋଟିର ଟଙ୍କାର ପ୍ରକଳ୍ପ…