ପଲ୍ୟୁସନ ସାର୍ଟିଫିକେଟ ପାଇଁ ଏବେଠୁ ରାଜଧାନୀରେ ଗାଡ଼ି ଚାଳକଙ୍କ ଲମ୍ବାଲାଇନ୍
ଭୁବନେଶ୍ୱର : ଗାଡ଼ିଚାଳକଙ୍କୁ ଘାରିଲାଣି ପଲ୍ୟୁସନ ସାର୍ଟିଫିକେଟ ଭୟ । ରାଜଧାନୀରେ ଦେଖିବାକୁ ମିଳିଛି ଲମ୍ବାଲାଇନ । ଅଧିକ ଫାଇନ ଓ ପେଟ୍ରୋଲ ନ ମିଳିବା ଭୟରେ PUCC ପଏଣ୍ଟମାନଙ୍କରେ ଲାଗିଛି ଏହି ଲମ୍ବା ଲାଇନ । ବାଇକ ଅଟୋ ଓ…