ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର : ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶା ଆସିବା ପାଇଁ ଆମନ୍ତ୍ରଣ ଦିଆଯାଇଛି । କେଉଁ ତାରିଖରେ ଓଡ଼ିଶା ଆସିବେ ତାହା କିଛି ଦିନ ମଧ୍ୟରେ ସ୍ପଷ୍ଟ…
ଭୁବନେଶ୍ୱର : ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶା ଆସିବା ପାଇଁ ଆମନ୍ତ୍ରଣ ଦିଆଯାଇଛି । କେଉଁ ତାରିଖରେ ଓଡ଼ିଶା ଆସିବେ ତାହା କିଛି ଦିନ ମଧ୍ୟରେ ସ୍ପଷ୍ଟ…
ବ୍ରହ୍ମପୁର: ପେଟ୍ରୋଲ୍ ଢାଳି ନିଜକୁ ଜାଳି ଦେଇଥିବା ଯୁବକଙ୍କ ଅବସ୍ଥା ସଙ୍କଟାପନ୍ନ । ସଙ୍କଟାପନ୍ନ ଅବସ୍ଥାରେ ଯୁବକ ଏମ୍କେସିଜିରୁ କଟକ ଏସ୍ସିବିକୁ ସ୍ଥାନାନ୍ତର କରାଯାଇଛି । ଯୁବକଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ି ଯାଇଥିବା ସୂଚନା ମିଳିଛି । ଗତକାଲି ବଡ଼ବଜାର…
ଭୁବନେଶ୍ୱର: ଲୋକସେବା ଭବନ ଠାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କରି ସମସ୍ତ ଜିଲ୍ଲାରେ ଥିବା ପ୍ୟାକ୍ସ ଏବଂ ଲ୍ୟାମ୍ପ୍ସ ଜରିଆରେ ସାର ଆବଣ୍ଟନ କାର୍ଯ୍ୟକୁ ଠିକ ଭାବରେ ତଦାରଖ କରିବା ପାଇଁ…
ଭୁବନେଶ୍ୱର: ଆଜିଠାରୁ ବାଣୀବିହାରରେ ଆରମ୍ଭ ହୋଇଛି ଅପରେସନ ଅଲଆଉଟ୍ । ଅନଧିକୃତ ଭାବେ ମାଡି ବସିଥିବା କ୍ୱାର୍ଟର୍ସକୁ ଖାଲି କରୁଛି ପ୍ରଶାସନ । ଷ୍ଟାପ୍ କ୍ୱାର୍ଟର୍ସ ଖାଲି କରିବାକୁ ପୂର୍ବରୁ ନୋଟିସ କରିଥିଲା ଉତ୍କଳ ବିଶ୍ୱବିଦ୍ୟାଳୟ । ଏହି ମହଲତ ଶେଷ…
ନରସିଂହପୁର : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୨ ମୃତ । କଟକ ଜିଲ୍ଲା ଜିଲିଣ୍ଡା ଥାନା ସରଧାପୁର ଠାରେ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ । ଦୁଇ ଜଣଙ୍କ ମୃତ୍ୟୁ ଘଟିଚି । ମୃତକ…
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟକୁ ନିଶାମୁକ୍ତ କରିବା ତଥା ନିଶା କାରବାର ଉପରେ ରୋକ ଲଗାଇବା ପାଇଁ ଓଡିଶା ପୋଲିସ ତରଫରୁ “ଅପରେସନ୍ ପ୍ରହାର” ଆରମ୍ଭ କରାଯାଇଛି। ଗତ ୧ ତାରିଖରୁ ୦୭ ତାରିଖ ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲା…
ଭୁବନେଶ୍ୱର: ଦୁର୍ନୀତି ରୋକିବା ଦିଗରେ ପ୍ରଶାସନିକ ବ୍ୟବସ୍ଥାର ସୁଦୃଢୀକରଣ ଏବଂ ପ୍ରତିକାରାତ୍ମକ ସତର୍କତା ଅବଲମ୍ବନ ସଂପର୍କରେ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ସଂପର୍କରେ ଦୃଢ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ…
ଭୁବନେଶ୍ୱର: ଖୁବ୍ ଶୀଘ୍ର ବିଧାନସଭା ମୌସୁମୀ ଅଧିବେଶନ। ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ମୌସୁମୀ ଅଧିବେଶନ ନେଇ ସୂଚନା ମିଳିଛି। ମୌସୁମୀ ଅଧିବେଶନ ନେଇ ବାଚସ୍ପତିଙ୍କ ଅଫିସ୍ ପକ୍ଷରୁ ସୂଚନା ମିଳିଛି। ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ। ଗୃହକୁ…
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା। ଏନେଇ ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ରାଜଧାନୀର ବୁଲା ଗୋରୁଙ୍କୁ ସେଠାରେ ରଖାଯିବ। ଏଥିଲାଗି ଜମି ଚିହ୍ନଟ ସରିଛି।…
କଟକ: କଟକରେ ଏନଓସି ନନେଲେ ମିଳିବନି ପୂଜା ମଣ୍ଡପକୁ ଆୟୋଜନ ଅନୁମତି । ପ୍ରଶାସନର ପୂଜା ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳଙ୍କ ସୂଚନା ଦେଇଛନ୍ତି । କଟକରେ ମୋଟ ୧୫୭ଟି ପୂଜା ମଣ୍ଡପ ରହିଛି । କେବଳ ୧୧୭ଟି ପୂଜାମଣ୍ଡପ NOC ପାଇଁ…