ବନ୍ୟା ଆଶଙ୍କା: ହୀରାକୁଦରୁ ୨୦ ଗେଟ୍ ଦେଇ ଜଳ ନିଷ୍କାସନ
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ କରୁଛି। ଉତ୍ତରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଫୁଲୁଛି ହୀରାକୁଦ ଜଳଭଣ୍ଡାର। ସକାଳ ୮ଟା ସୁଦ୍ଧା ଜଳଭଣ୍ଡାର ଜଳସ୍ତର ୬୨୬.୫୬ ଫୁଟ୍ରେ ପହଞ୍ଚିଛି । ଫଳରେ ଆଉ ୪ ଟି ଗେଟ୍ ଖୋଲାଯାଇଛି।…
