ମାଉସୀ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
କାକଟପୁର: ସୁଦୂର ବମ୍ବେରୁ ଆସିଥିଲେ ମାଉସୀ ଘରକୁ । ହେଲେ ସକାଳୁ ସକାଳୁ ମାଉସୀ ଘରୁ ମିଳିଲା ପୁତୁରାର ମୃତଦେହ । ଆଉ କ୍ଷଣକରେ ଏକଥା ଚାରିଆଡେ ପ୍ରଚାର ହୋଇଗଲା । ଯାହାପରେ ପୁଅର ପରିବାର ଲୋକେ ଆଣିଛନ୍ତି ହତ୍ୟା ଅଭିଯୋଗ…
କାକଟପୁର: ସୁଦୂର ବମ୍ବେରୁ ଆସିଥିଲେ ମାଉସୀ ଘରକୁ । ହେଲେ ସକାଳୁ ସକାଳୁ ମାଉସୀ ଘରୁ ମିଳିଲା ପୁତୁରାର ମୃତଦେହ । ଆଉ କ୍ଷଣକରେ ଏକଥା ଚାରିଆଡେ ପ୍ରଚାର ହୋଇଗଲା । ଯାହାପରେ ପୁଅର ପରିବାର ଲୋକେ ଆଣିଛନ୍ତି ହତ୍ୟା ଅଭିଯୋଗ…
ବାଙ୍କୀ : ଥାନା ସାମ୍ନାରେ ଜୀବନ ହାରିବାକୁ ଉଦ୍ୟମ। ବାଙ୍କୀ ଥାନା ସାମ୍ନାରେ ବିଷ ପିଇ ଜୀବନ ହାରିବାକୁ ଯୁବକଙ୍କ ଉଦ୍ୟମ। କୁସୁନ୍ଦା ଗାଁରେ ଜମିଜମାକୁ ନେଇ ଗଣ୍ଡଗୋଳରେ କୁନି ଭୋଇ ନାମକ ମହିଳାଙ୍କୁ ମାଡ ମାରି ଗୋଡ ଭାଙ୍ଗି ଦେଇଥିଲେ।…
ନୂଆଦିଲ୍ଲୀ: ଚୀନରେ ଭାରତ ଏବଂ ରୁଷ ମଧ୍ୟରେ ବନ୍ଧୁତା ଦେଖି ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଏବେ ନରମିଛନ୍ତି । ରୁଷ ସହ ବି ନିଜର ସଂପର୍କକୁ ଭାରତ ଭଳି କରିବାକୁ ବନ ବଳାଇଛନ୍ତି । ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ…
ନୂଆଦିଲ୍ଲୀ: ବୁଧବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ଯେପର୍ଯ୍ୟନ୍ତ ସମସ୍ତ ନକ୍ସଲ ଆତ୍ମସମର୍ପଣ କରିନାହାନ୍ତି କିମ୍ବା ଧରାପଡ଼ି ନାହାନ୍ତି ବା ନିପାତ ନହେବା ପର୍ଯ୍ୟନ୍ତ ମୋଦୀ ସରକାର ଶାନ୍ତିରେ ବସିବେ ନାହିଁ। ଛତିଶଗଡ଼ର କାରେଗୁଟ୍ଟା ପାହାଡ଼ରେ ‘ଅପରେସନ୍…
ନୂଆଦିଲ୍ଲୀ: ଚୀନର ତିଆନଜିନ୍ରେ ସମ୍ପ୍ରତି ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ଗଭୀର କରିବା ଆରମ୍ଭ କରିଛି।…
ୱାଶିଂଟନ: ଦକ୍ଷିଣ କାରିବିଆନ ସାଗରରେ ଏକ ଜାହାଜ ଉପରେ ଆକ୍ରମଣ କରିଛି ଆମେରିକା । ଏହି ଆକ୍ରମଣରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଦିନ କହିଛନ୍ତି ଯେ ଆମେରିକା ଏକ ଡ୍ରଗ୍ସ ପରିବହନକାରୀ ଜାହାଜ…
କ୍ବେଟା : ପାକିସ୍ତାନର କ୍ବୋଟାରେ ବଲୁଚ ନ୍ୟାସନାଲ ପାର୍ଟିର ରାଲିରେ ବଡ଼ ବିସ୍ଫୋରଣ । ଏଥିରେ ୨୫ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି । ଆହତଙ୍କ ଚିକିତ୍ସା ନିକଟସ୍ଥ ହସପିଟାଲରେ କରାଯାଉଛି । ଆହତଙ୍କ ମଧ୍ୟରେ ପୂର୍ବ…
ପଞ୍ଜାବ: ଉତ୍ତର ଭାରତରେ ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ସ୍ଥିତି ଭୟଙ୍କର ରହିଛି । ପଞ୍ଜାବ, ଜମ୍ମୁ କଶ୍ମୀର, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ବନ୍ୟା ସ୍ଥିତି ଦେଖାଦେଇଛି । ପଞ୍ଜାବରେ ଭୟଙ୍କର ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଛି ।…
ନୂଆଦିଲ୍ଲୀ: ଧାର୍ମିକ ନିର୍ଯାତନାରୁ ରକ୍ଷା ପାଇଁ ଭାରତ ଆସିଥିବା ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ତାନର ସଂଖ୍ୟାଲଘୁ ସମ୍ପ୍ରଦାୟକୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର । ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି…
ନୂଆଦିଲ୍ଲୀ: ପିଲାଙ୍କ ଶୈଶବ ଯତ୍ନ ଓ ଶିକ୍ଷାକୁ ଆନୁଷ୍ଠାନିକ ଭାବେ ବିଦ୍ୟାଳୟ ସ୍ତରରୁ ଆରମ୍ଭ କରିବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ଲକ୍ଷ୍ୟରେ ବିଦ୍ୟାଳୟଗୁଡ଼ିକ ସହିତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଯୋଡ଼ିବା ପାଇଁ ଏକ ସ୍ୱତନ୍ତ୍ର ପ୍ରକ୍ରିୟା ଆରମ୍ଭ…