ପାକ୍ ସୀମାରେ ସମରାଭ୍ୟାସ ଆରମ୍ଭ କଲା ଭାରତ
ନୂଆଦିଲ୍ଲୀ: ଭାରତର ତିନି ପ୍ରତିରକ୍ଷା ବାହିନୀ ପକ୍ଷରୁ ଗୁରୁବାର ପାକିସ୍ତାନ ସଂଲଗ୍ନ ସୀମାରେ ୧୨ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଅକ୍ଟୋବର ୩୦ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମରାଭ୍ୟାସକୁ ‘ତ୍ରିଶୂଳ’ ନାମରେ ନାମିତ କରାଯାଇଛି। ଗୁଜରାଟ…