ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଶ୍ରମିକ ମୃତ
କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ରାଜନଗର ବ୍ଲକ ଗୁପ୍ତି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଦେବେନ୍ଦ୍ର ନାରାୟଣପୁରଠାରେ। ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ପାଣି ଟାଙ୍କି ନିର୍ମାଣ ଚାଲିଛି। ପାଣି ଟାଙ୍କି ଉପରେ…