ବିଫଳ ହେଲା ପାକ୍-ଆଫଗାନ୍ ୯ ଘଣ୍ଟିଆ ଆଲୋଚନା
ଇସ୍ତାନବୁଲ: ତୁର୍କୀ ରାଜଧାନୀ ଇସ୍ତାନବୁଲରେ ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ହୋଇଥିବା ଦ୍ବିପାକ୍ଷିକ ବୈଠକ ବିଫଳ ରହିଛି। ଆଲୋଚନାରେ ପାକିସ୍ତାନ ତରଫରୁ ଆଫଗାନିସ୍ତାନକୁ ଆତଙ୍କବାଦୀ ସମାପ୍ତ କରିବା ପାଇଁ ଏକ ତଥ୍ୟ ଭିତ୍ତିକ ଯୋଜନା ପ୍ରଦାନ କରାଯାଇଛି। ପାକିସ୍ତାନ ଗଣମାଧ୍ୟମ ସୂଚନା…