ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦେଲେ କନିଷ୍ଠ ଶିକ୍ଷକ

ଭୁବନେଶ୍ବର : ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ । ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ । ସାରା ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଶିଶୁ ବଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ…

ଶ୍ରୀମନ୍ଦିରରେ ଦିବ୍ୟାଙ୍ଗମାନଙ୍କ ପାଇଁ ହେବ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା

ପୁରୀ : ପୁରୀ ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ପାଇଁ ହେବ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା । ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପା଼ଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରାରମ୍ଭିକ ଆଲୋଚନା ହୋଇଛି । ଏଥିରେ ଶ୍ରୀମନ୍ଦିର ପରିଚାଳନା କମିଟି ସେବକ…

ବାରବାଟୀ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର : ବାରବାଟୀ ବିଜୟ ପରେ ଟିମ୍ ଇଣ୍ଡିଆକୁ ବିପୁଳ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦମଦାର ବିଜୟ ନେଇ ଅଧିନାୟକ ସୂର୍ଯ୍ୟକୁମାର ଓ ଟିମ୍ କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି କ୍ରୀଡ଼ାମନ୍ତ୍ରୀ, ବିଧାୟକ ପ୍ରମୁଖ ଟିମ୍ କୁ…

୮୫ ହଜାର ଭିସା ରଦ୍ଦ କଲେ ଟ୍ରମ୍ପ୍, ଭାରତୀୟ ଅଧିକ ପ୍ରଭାବିତ

ୱାଶିଂଟନ: ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଗୁଳିକାଣ୍ଡ ପରେ, ଜାତୀୟ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଚଳିତ ବର୍ଷ ପ୍ରାୟ ୮୫,୦୦୦ ଭିସା ରଦ୍ଦ କରିଛନ୍ତି। ଷ୍ଟେଟ୍ ଡିପାର୍ଟମେଣ୍ଟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ,…

ହାତୀ ମୃତ୍ୟୁ ରୋକିବାରେ ସରକାର ବିଫଳ, ଦେଢ଼ ବର୍ଷରେ ମଲେଣି ୧୩୬

ଭୁବନେଶ୍ବର: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର ବିଫଳ ହୋଇଛନ୍ତି। ମଙ୍ଗଳବାର ବିଧାନସଭାରେ ସରକାରଙ୍କ ଦ୍ବାରା ପ୍ରଦତ୍ତ ତଥ୍ୟରୁ ଏହା ସ୍ପଷ୍ଟ ହୋଇଛି। ବିଗତ ଦେଢ଼ ବର୍ଷ ମଧ୍ୟରେ ରାଜ୍ୟରେ ୧୩୬ ହାତୀ ପ୍ରାଣ ହରାଇଥିବା ସରକାର ମାନିଛନ୍ତି।…

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ କୋର୍ଟରୁ ନୋଟିସ୍‌

ନୂଆଦିଲ୍ଲୀ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ ଝଟକା ଲାଗିଛି । ସୋନିଆଙ୍କ ନାଗରିକତା ଉପରେ ପ୍ରଶ୍ନ ଉଠାଇଛନ୍ତି କୋର୍ଟ । ସୋନିଆ ଭାରତର ନାଗରିକ ହେବା ପୂର୍ବରୁ କେମିତି ଭାରତୀୟ ଭୋଟର ହେଲେ? ୧୯୮୦ ଭୋଟର ତାଲିକାକୁ ନେଇ…

ଇଣ୍ଡୋନେସିଆରେ ଜଳିଗଲା ୭ ମହଲା କୋଠା, ୨୦ ମୃତ

ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୨୦ ଜଣଙ୍କ ମୃତ୍ୟୁ ହୋଇଛି। ଏକ ୭ ମହଲା ବିଶିଷ୍ଟ କୋଠାରେ କାର୍ଯ୍ୟାଳୟ ଚାଲିଥିବାବେଳେ ସେଥିରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ। ତେବେ ନିଆଁ ଯୋଗୁ…

ଅନନ୍ତ ଅମ୍ବାନୀଙ୍କୁ ମିଳିଲା ଗ୍ଲୋବାଲ୍ ହ୍ୟୁମାନିଟାରିଆନ୍ ପୁରସ୍କାର

ନୂଆଦିଲ୍ଲୀ : ନନ୍ତ ଅମ୍ବାନୀଙ୍କୁ ମିଳିଲା ଗ୍ଲୋବାଲ୍ ହ୍ୟୁମାନିଟାରିଆନ୍ ପୁରସ୍କାର । ବନ୍ୟପ୍ରାଣୀ ସଂରକ୍ଷଣ ଦିଗରେ ବ୍ୟାପକ କାର୍ଯ୍ୟକ୍ରମ ପାଇଁ ତାଙ୍କୁ ସମ୍ମାନିତ କରାଯାଇଛି । ଏହି ପ୍ରତିଷ୍ଠିତ ଆମେରିକୀୟ ପୁରସ୍କାର ପାଇବାରେ ଅନନ୍ତ ଅମ୍ବାନୀ ସବୁଠାରୁ କମ୍ ବୟସର ଏବଂ…

ରୁଷ ରକ୍ଷା ମନ୍ତ୍ରଣାଳୟର ବିମାନ ଦୁର୍ଘଟଣାଗ୍ରସ୍ତ

ରୁଷ : ରୁଷର ଇଭାନୋଭୋ ଅଞ୍ଚଳରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିମାନରେ ଚାଳକ ଦଳର ୭ ଜଣ ସଦସ୍ୟ ରହିଥିଲେ । ଏହି ବିମାନଟି ରୁଷର ରକ୍ଷା ମନ୍ତ୍ରଣାଳୟର ରହିଥିବା ଖବର ମିଳିଛି ଇଭାନୋଭୋର ରୁଷର ଏକ ବଡ଼…

ଶୀତକାଳୀନ ସୂଚୀରେ ୫% ବିମାନ ଭଡ଼ା ହ୍ରାସ କରିବାକୁ ଇଣ୍ଡିଗୋକୁ DGCAର ନିର୍ଦ୍ଦେଶ

ନୂଆଦିଲ୍ଲୀ : ଏପର୍ଯ୍ୟନ୍ତ ସୁଧୁରୁନି ଇଣ୍ଡିଗୋ ସମସ୍ୟା । ଏହାରି ମଧ୍ୟରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ବିମାନ କମ୍ପାନୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ମନ୍ତ୍ରଣାଳୟ ଏହାର ଶୀତକାଳୀନ କାର୍ଯ୍ୟସୂଚୀ ବୃଦ୍ଧିକୁ ହ୍ରାସ କରି ୫ %…