ବାରବାଟୀ ଟି-20 ମ୍ୟାଚ୍ ପାଇଁ ଲାଗୁ ହେଲା ଟ୍ରାଫିକ୍ କଟକଣା
ଭୁବନେଶ୍ବର: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୦୯.୧୨.୨୦୨୫ ରେ କଟକର ବାରବାଟୀ ଷ୍ଟାଡିୟମରେ ଟି-୨୦ କ୍ରିକେଟ ମ୍ୟାଚ୍ ଏବଂ ୦୮.୧୨.୨୦୨୫ ରେ ଖେଳାଳିମାନଙ୍କ ଅଭ୍ୟାସ ଅଧିବେଶନ ଖେଳାଯିବାର କାର୍ଯ୍ୟକ୍ରମ ରହିଛି । ଦଳଗତ ଗତିବିଧି ଏବଂ ମ୍ୟାଚ୍ ସମ୍ବନ୍ଧୀୟ କାର୍ଯ୍ୟକଳାପ…