ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କ ପରଲୋକ
ମୁମ୍ବଇ: ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟରେ ମୁମ୍ବଇର ହିନ୍ଦୁଜା ହସ୍ପିଟାଲରେ ସେ…
ମୁମ୍ବଇ: ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟରେ ମୁମ୍ବଇର ହିନ୍ଦୁଜା ହସ୍ପିଟାଲରେ ସେ…
ନୂଆଦିଲ୍ଲୀ : ନାଗରିକଙ୍କୁ ମାଗଣା ସୁବିଧା ଯୋଗାଇବା ପ୍ରତିଶ୍ରୁତିରେ ଅନେକ ରାଜ୍ୟ ଉପରେ ଋଣ ବୋଝ ବଢିବାରେ ଲାଗିଛି। ନିର୍ବାଚନ ସମୟରେ ଦେଉଥିବା ପ୍ରତିଶ୍ରୁତି ପୂରଣ ପାଇଁ ରାଜ୍ୟର ରାଜକୋଷ ଉପରେ କେଉଁଭଳି ପ୍ରଭାବ ପଡେ ତାହା ପଞ୍ଜାବରେ ଦେଖିବାକୁ ମିଳିଛି।…
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ଏବଂ ସାତଟି ରାଜ୍ୟର ଆଠଟି ବିଧାନସଭା ଆସନରେ ଉପନିର୍ବାଚନ ଘୋଷଣା ସହିତ, ନିର୍ବାଚନ ହେବାକୁ ଥିବା ରାଜ୍ୟ ଗୁଡିକରେ ଅକ୍ଟୋବର ୬ତାରିଖରୁ ଆଦର୍ଶ ଆଚରଣ ସଂହିତା ଲାଗୁ ହୋଇଛି । ଏହା ଅଧୀନରେ ନିର୍ବାଚନ କମିଶନ…
ମୁମ୍ବଇ: ମହାରାଷ୍ଟ୍ରର ସତାରା ଜିଲାରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତର ଗୁରୁବାର ରାତିରେ ଆତ୍ମହତ୍ୟା କରିଛନ୍ତି। ତେବେ ମହିଳା ଡାକ୍ତର ଜଣକ ତାଙ୍କର ବାମହାତ ପାପୁଲିରେ ଲେଖିଥିବା ସୁଇସାଇଡ୍ ନୋଟ୍ରେ ଆତ୍ମହତ୍ୟା ପାଇଁ ଜଣେ ପୁଲିସ ଅଧିକାରୀଙ୍କୁ ଦାୟୀ କରିଥିବା ଜଣାପଡିଛି।…
ନୂଆଦିଲ୍ଲୀ: ରୁଷର ଦୁଇଟି ପ୍ରମୁଖ ଉତ୍ପାଦକଙ୍କ ଉପରେ ଆମେରିକାର କଟକଣା ପରେ, ଭାରତର ତୈଳ ବିଶୋଧନଗାର ଗୁଡିକ ଉପରେ ପ୍ରଭାବ ପଡିବା ଆରମ୍ଭ ହୋଇଛି। ରୁଷରୁ ଆମଦାନୀ ହ୍ରାସ ପାଇଁ ମଧ୍ୟପ୍ରାଚ୍ୟ, ଲାଟିନ୍ ଆମେରିକା ଏବଂ ଆମେରିକାରୁ ଭାରତ ଅଶୋଧିତ ତୈଳ…
ମାଲକାନଗିରି : ମାଲକାନଗିରି ସୀମାନ୍ତ ବିଜାପୁର ଜିଲ୍ଲା ଲାଲବାହିନୀଙ୍କ ବର୍ବରତା। ମାଓବାଦୀମାନେ ଅସୁର ଥାନା ଅନ୍ତର୍ଗତ ନେଲାକାଂକେର ଗାଁର ଦୁଇ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଗତକାଲି ବିଳମ୍ବିତ ରାତିରେ ସଶସ୍ତ୍ର ମାଓବାଦୀମାନେ ନେଲା କାଙ୍କେର ଗାଁରେ ପହଞ୍ଚିଥିଲେ।…
ବାଲେଶ୍ଵର: ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ଵର ଏବଂ ଗଞ୍ଜାମ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ କର୍ମଚାରୀ ମାନଙ୍କର ଛୁଟି ବାତିଲ ହୋଇଛି। ଯେଉଁ କର୍ମଚାରୀମାନେ ଛୁଟିରେ ଅଛନ୍ତି, ସୋମନଙ୍କୁ ତୁରନ୍ତ କାର୍ଯ୍ୟରେ…
ନୂଆପଡ଼ା : ଆଜି ନୂଆପଡା ବିଜେପି କାର୍ଯ୍ୟଳୟ ରେ ସୁଭଦ୍ରା ଶକ୍ତି ସମାବେଶ ଅନୁଷ୍ଠିତ ହୋଇଛି। ଏହି ଅବସରରେ ବିଜେପି ମହିଳା ମୋର୍ଚ୍ଚାର ସାଧାରଣ ସମ୍ପାଦକ ପୂର୍ଣ୍ଣିମା ନାଏକ ମଞ୍ଚ ସଞ୍ଚାଳନ କରିଥିବାବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ବ୍ରହ୍ମଗିରି ବିଧାୟକ ଉପାସନା…
ବାରିପଦା: ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଲଜ୍ଜାଜନକ ଘଟଣା ଘଟିଛି। ଦୁଇ ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଦୁଇ ନାବାଳିକାଙ୍କ ମଧ୍ୟରୁ ଜଣେ ଅଷ୍ଟମ ଓ ଜଣେ ନବମ ଶ୍ରେଣୀରେ…
ମୁନିଗୁଡା: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା। ଦୁଇ ବାଇକ୍ ଆରୋହୀ ମୃତ। ମୁନିଗୁଡା-ବିଷମକଟକ ରାସ୍ତା ବୁରୁଜୁଗୁଡା ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ…