ଏଟିଏମରୁ ଟଙ୍କା ଉଠାଇବା ପାଇଁ ଆରବିଆଇର ନୂଆ ନିୟମ

ନୂଆଦିଲ୍ଲୀ: ଏଟିଏମରେ କାରବାର ନେଇ ନୂଆ ନିୟମ ଲାଗୁ କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ଏଥିରେ ମାଗଣା କାରବାରର ସୀମା, ନଗଦ ଜମା ଏବଯ ଉଠାଇ ପାଇଁ ନିୟମ ଏବଂ ଅତିରିକ୍ତ ଶୁଳ୍କ ଅନ୍ତର୍ଭୁକ୍ତ ରହିଛି । ଏଟିଏମ୍ କାରବାର,…

ବିହାର ନିର୍ବାଚନ: ତେଜସ୍ଵୀ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର: ବିହାର ନିର୍ବାଚନ ପାଇଁ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା ହୋଇଛନ୍ତି। ଆରଜେଡି ନେତା ତେଜସ୍ଵୀ ଯାଦବଙ୍କୁ ବିରୋଧୀ ମେଣ୍ଟ ଦଳଗୁଡ଼ିକ ପକ୍ଷରୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରାଯାଇଛି। ପୂର୍ବରୁ ବି ତେଜସ୍ଵୀ ନିଜକୁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ। ଏହା…

ଟ୍ରେନ ଲାଇନ ପାର ହେବା ବେଳେ ଚାଲିଗଲା ୪ ଜୀବନ

ପାଟନା: ମେଳା ଦେଖି ଫେରୁଥିବା ବେଳେ ଚାଲିଗଲା ପରିବାରର ସମସ୍ତଙ୍କ ଜୀବନ । ବିହାରର ବେଗୁସରାଇରେ ଏକ ବଡ଼ ଦୁର୍ଘଟଣା । ଟ୍ରେନ୍ ଧକ୍କାରେ ଚାରି ଜଣଙ୍କର ମୃତ୍ୟୁ ହୋଇଛି । ବାପା, ମା ଏବଂ ଦୁଇ ଝିଅ ଅଛନ୍ତି ।…

ମୁମ୍ବାଇ ଯୋଗେଶ୍ବରୀ ବିଜନେସ ସେଣ୍ଟରରେ ଅଗ୍ନିକାଣ୍ଡ

ମୁମ୍ବାଇ : ମୁମ୍ବାଇର ଯୋଗେଶ୍ବରୀ ୱେଷ୍ଟ ଅଞ୍ଚଳରେ ଥିବା ବେହରାମବାଗ ନିକଟରେ ଏକ ବିଜନେସ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗିବା ପରେ ଲୋକମାନେ ଆତଙ୍କିତ ହୋଇଯାଇଥିଲେ । ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି…

ବନ୍ଦ ହେଲା କେଦାରନାଥ କପାଟ, ୬ ମାସ ପାଇଁ ଦର୍ଶନ ବନ୍ଦ

ଉତ୍ତରାଖଣ୍ଡ : କେଦାରନାଥ ମନ୍ଦିର କପାଟ ଶୀତକାଳ ପାଇଁ ବନ୍ଦ କରିଦିଆଯାଇଛି । ଆଜିଠାରୁ ୬ ମାସ ଯାଏଁ କପାଟ ବନ୍ଦ ରହିଛି । ଆଜି ସକାଳ ୮.୩୦ରୁ ବନ୍ଦ ରହିଛି କପାଟ । ବନ୍ଦ ହେବା ପୂର୍ବରୁ ଧାମରେ ପ୍ରବଳ…

ଦିଲ୍ଲୀରେ ଏନକାଉଣ୍ଟର, ୪ ଗ୍ୟାଙ୍ଗଷ୍ଟାରଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦିଲ୍ଲୀରେ ଏନକାଉଣ୍ଟର । ବାହାଦୂର ଶାହା ମାର୍ଗରେ ଦିଲ୍ଲୀ କ୍ରାଇମବ୍ରାଞ୍ଚ ଓ ବିହାର ପୋଲିସର ମିଳିତ ଅପରେସନ । ଚାରି ଜଣ ଅପରାଧୀ ମୃତ । ମୃତକ ମାନେ ବିହାରର ଗ୍ୟାଙ୍ଗଷ୍ଟର । ଏମାନେ ବିହାରରେ ହେବାକୁ ଥିବା ବିଧାନସଭା…

୫ କୁଖ୍ୟାତ ଅପରାଧୀଙ୍କୁ ଗିରଫ କଲା ରାଞ୍ଚି ପୋଲିସ; ଡ୍ରୋନ୍ ଦ୍ବାରା ପାକିସ୍ତାନରୁ ଆଣୁଥିଲେ ଅସ୍ତ୍ରଶସ୍ତ୍ର

ରାଞ୍ଚି: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିର ପୋଲିସ ଏକ ବଡ଼ ସଫଳତା ହାସଲ କରିଛି। ସେମାନେ ପ୍ରକାଶ କରିଛନ୍ତି ଯେ ରାଜ୍ୟରେ କାର୍ଯ୍ୟ କରୁଥିବା କୁଖ୍ୟାତ ଅପରାଧୀମାନେ ଡ୍ରୋନ୍ ମାଧ୍ୟମରେ ପାକିସ୍ତାନରୁ ଅସ୍ତ୍ରଶସ୍ତ୍ର ଯୋଗାଣ ପାଉଥିଲେ। ଏହି ମାମଲାରେ ରାଞ୍ଚି ପୋଲିସର ଏକ…

ଆହୁରି ଶକ୍ତିଶାଳୀ ହେବ ଭାରତୀୟ ସେନା, ନଭେମ୍ବର ୧ରୁ କାର୍ଯ୍ୟକ୍ଷମ ହେବ ଭୈରବ ବାଟାଲିୟନ

ନୂଆଦିଲ୍ଲୀ: ଆହୁରି ଶକ୍ତିଶାଳୀ ହେବ ଭାରତୀୟ ସେନା । ଆସନ୍ତା ନଭେମ୍ବର ୧ରୁ କାର୍ଯ୍ୟକ୍ଷମ ହେବ ଭୈରବ ବାଟାଲିୟନ । ପ୍ରଥମ ଥର ପାଇଁ ଆସନ୍ତା ମାସ ୧ ତାରିଖରେ ଗୋଟିଏ ବାଟାଲିୟନ ମୁତୟନ ହେବ। ଏନେଇ ସୂଚନା ଦେଇଛନ୍ତି ପଦାତିକ…

ଏସଆଇଆର ପ୍ରସ୍ତୁତି ସାରିବାକୁ CEOଙ୍କୁ ନିର୍ଦେଶ

ଭୁବନେଶ୍ୱର/ନୂଆଦିଲ୍ଲୀ: ଭାରତ ନିର୍ବାଚନ ଆୟୋଗ(ECI)ର ଦୁଇ ଦିନିଆ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସମ୍ମିଳନୀ ଗୁରୁବାର ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଡେମୋକ୍ରାସି ଆଣ୍ଡ ଇଲେକ୍ଟୋରାଲ୍ ମ୍ୟାନେଜମେଣ୍ଟ(IIIDEM) ଠାରେ ସମାପ୍ତ ହୋଇଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

ନୂଆପଡ଼ା ଉପନିର୍ବାଚନ: ବ୍ଲକ ଓ ଏନଏସି ସ୍ତରରେ ନେତାଙ୍କୁ ଦାୟିତ୍ବ ଦେଲା ବିଜେଡି

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ତତ୍ପର ହୋଇପଡ଼ିଛି। ନୂଆପଡ଼ା ଆସନକୁ ନିଜ ହାତରେ ରଖିବା ଲାଗି ଦଳ ଜୋରଦାର ଉଦ୍ୟମ ଚଳାଇଛି। ନିର୍ବାଚନ ସମୟରେ ଦଳୀୟ କାର୍ଯ୍ୟକୁ ମନିଟର କରିବା ଲାଗି ବିଜେଡି ପକ୍ଷରୁ ବ୍ଲକ ଏବଂ…