ଆଉ ଜଣେ ନାବାଳିକାଙ୍କ ଆତ୍ମାହୁତି
ବରଗଡ଼ : ଆଉ ଜଣେ ନାବାଳିକାଙ୍କ ଆତ୍ମାହୁତି। ପେଟ୍ରୋଲ ଢାଳି ନିଜକୁ ଜାଳିଦେଲେ ନାବାଳିକା । ଫୁଟବଲ ପଡ଼ିଆରୁ ଅର୍ଦ୍ଧଦଗ୍ଧ ନାବାଳିକା ଠାବ। ବରଗଡ଼ ଗାଏସିଲଟ ଥାନା ଫିରିଙ୍ଗିମାଲ ଗାଁରେ ଚାଞ୍ଚଲ୍ୟ। ଗୁରୁତର ଅବସ୍ଥାରେ ଫୁଟବଲ୍ ପଡ଼ିଆରୁ ଛାତ୍ରୀ ଉଦ୍ଧାର କରାଯାଇଥଲା|…
ବରଗଡ଼ : ଆଉ ଜଣେ ନାବାଳିକାଙ୍କ ଆତ୍ମାହୁତି। ପେଟ୍ରୋଲ ଢାଳି ନିଜକୁ ଜାଳିଦେଲେ ନାବାଳିକା । ଫୁଟବଲ ପଡ଼ିଆରୁ ଅର୍ଦ୍ଧଦଗ୍ଧ ନାବାଳିକା ଠାବ। ବରଗଡ଼ ଗାଏସିଲଟ ଥାନା ଫିରିଙ୍ଗିମାଲ ଗାଁରେ ଚାଞ୍ଚଲ୍ୟ। ଗୁରୁତର ଅବସ୍ଥାରେ ଫୁଟବଲ୍ ପଡ଼ିଆରୁ ଛାତ୍ରୀ ଉଦ୍ଧାର କରାଯାଇଥଲା|…
କୃଷ୍ଣପ୍ରସାଦ:ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଠାରୁ ପୁରୀଜିଲ୍ଲା କୃଷ୍ଣପ୍ରସାଦ କୁ ଯାତ୍ରୀ ନେଇ ଆସୁଥିବା ଲଞ୍ଚ ଚିଲିକା ମଝିରେ ଦୀର୍ଘ ସମୟ ଅଟକିଥିବା ଜଣାପଡ଼ିଛି। ଖବର ନେବାରେ ଜଣାପଡ଼ିଛି ଯେ ଆବଶ୍ୟକତା ଠାରୁ ଲଞ୍ଚ ରେ ବହୁ ଯାତ୍ରୀ ଆସିଥିଲେ। ଲଞ୍ଚ ର…
ସମ୍ବଲପୁର : ବୁଢାରାଜା ୟୁପି ସ୍କୁଲରେ ଅଘଟଣ l ଷଷ୍ଠ ଶ୍ରେଣୀର ଜଣେ ଛାତ୍ରଙ୍କ ଉପରେ ଲୁହା ପଡିବାରୁ ତାଙ୍କର ମୃତ୍ୟୁ ଘଟିଛି l ରେଳ ବିଭାଗର ଏକ ବଡ଼ ଲୁହା ଖଣ୍ଡ ପଡିଯିବାରୁ ଛାତ୍ରଙ୍କର ମୃତ୍ୟୁ ହୋଇଛି l ମୃତ…
ପାରାଦୀପ : ଅନଲାଇନ ପ୍ରେମର ଏକ କରୁଣ ଦୃଶ୍ୟକୁ ନେଇ ଏରସମା ବ୍ଲକ୍ ବଳେଇପୁର ପଞ୍ଚାୟତ ନିକଟ ତାନ୍ତେଇ ଅଞ୍ଚଳରେ ଚାଞ୍ଚଲ୍ୟ । ଜଣେ ଯୁବତୀଙ୍କ ବେକ କାଟିଦେଲା ଯୁବକ । ମୋବାଇଲରୁ ଉଭୟଙ୍କ ମଧ୍ୟରେ ଗଢିଉଠିଥିଲା ପ୍ରେମ ସମ୍ପର୍କ ।…
ଭୁବନେଶ୍ୱର : ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର । ଭାରତର ଅନ୍ୟ ମନ୍ଦିର ତୁଳନାରେ ମହାପ୍ରଭୁଙ୍କ ମହାପ୍ରସାଦର ପବିତ୍ରତା ଓ ମାନ୍ୟତା ସଂପୂର୍ଣ୍ଣ…
ମୁମ୍ବାଇ: ନଭି ମୁମ୍ବାଇର ନେରୁଲ ସ୍ଥିତ ଏକ ହସପିଟାଲରେ ନିଆଁ ଲାଗିଯାଇଛି । ହସପିଟାଲର ୩ୟ ମହଲାରେ ନିଆଁ ଲାଗିବା ଯୋଗୁଁ ଅନେକ ରୋଗୀ ଅଳ୍ପକେ ବର୍ତ୍ତିଯାଇଛନ୍ତି । ଘଟଣା ବିଷୟରେ ସୂଚନା ପାଇ ଦମକଳ ଟିମ୍ ନିଆଁକୁ ଆୟତ୍ତ କରୁଛି…
ନୂଆଦିଲ୍ଲୀ: ପାକିସ୍ତାନ ସେନା ମୁଖ୍ୟ ଆସିମ ମୁନିର ଆମେରିକା ମାଟିରୁ ଦେଇଥିବା ପରମାଣୁ ଧମକକୁ ନେଇ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଭାରତ କେବଳ ପାକିସ୍ତାନକୁ ନୁହେଁ, ଆମେରିକାକୁ ବି ତା’ ଅସଲ ଚେହେରା ଦେଖାଇଛି। ମୁନିରର ଧମକ ଉପରେ…
ନୂଆଦିଲ୍ଲୀ: ଭାରତ ଅପରେସନ ସିନ୍ଦୂର ସହିତ ସମଗ୍ର ବିଶ୍ୱକୁ ତାର ଶକ୍ତି ଅନୁଭବ କରାଇଛି। ଏହି ସମୟ ମଧ୍ୟରେ ଭାରତୀୟ ବାୟୁସେନା ଏକ ବିଶେଷ ଭୂମିକା ଗ୍ରହଣ କରିଛି। କାରଣ ଏହି ସମୟରେ ଭାରତୀୟ ବାୟୁସେନା ଏକ ବିଶେଷ ଆବେଦନ ରଖିଥିଲା।…
ଚେନ୍ନାଇ: ଚେନ୍ନାଇରେ ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ବିମାନ । ତିରୁବନନ୍ତପୁରମରୁ ଦିଲ୍ଲୀ ଯାଉଥିବାବେଳେ ବିମାନର ଜରୁରୀ ଅବତରଣ ହୋଇଥିଲା । ଖରାପ ପାଗ ଏବଂ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚେନ୍ନାଇ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ…
ନୂଆଦିଲ୍ଲୀ: ଇସ୍ରାଏଲ ନିରନ୍ତର ଗାଜା ଷ୍ଟ୍ରିପ୍ ଉପରେ ଆକ୍ରମଣ କରୁଛି। ଇସ୍ରାଏଲୀ ଆକ୍ରମଣରେ ଅଲ ଜଜିରା ନ୍ୟୁଜ୍ ଚ୍ୟାନେଲର ୫ ଜଣ ସାମ୍ବାଦିକଙ୍କ ମଧ୍ୟ ମୃତ୍ୟୁ ହୋଇଛି । ଏହା ଅଲ ଜଜିରା ଦ୍ୱାରା ନିଶ୍ଚିତ କରାଯାଇଛି। ଗାଜା ସହରର ଅଲ-ଶିଫା…