ବନ୍ୟା ପାଇଁ ବଢ଼ିଲା SIR ଅବଧି, ୧୫ ଦିନ ଘୁଞ୍ଚାଇଲେ ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର : ଓଡ଼ିଶାରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ ପ୍ରକ୍ରିୟାର ସମୟ ସୀମାକୁ ୧୫ ଦିନ ବୃଦ୍ଧି କରାଯାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀ ଏସ୍. ଗୋପାଳନ କହିଛନ୍ତି, ବର୍ତ୍ତମାନ ରାଜ୍ୟର ୧୯ଟି ଜିଲ୍ଲା ବନ୍ୟାରେ ପ୍ରଭାବିତ ହୋଇଥିବାରୁ…