ରାଜଧାନୀରେ ବୋମା ମାଡ଼, ତଦନ୍ତ କରୁଛି ପୋଲିସ

ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼। ଭରତପୁର ପଣ୍ଡା କୁଦିଆ ବସ୍ତିରେ ବୋମାମାଡ଼ ହୋଇଛି। ଜମିଜମା ଗଣ୍ଡଗୋଳକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ଅଭିଯୋଗ ହୋଇଛି । ଦୁର୍ବୃତ୍ତ ବୋମାମାଡ କରି ଫେରାର ହୋଇଯାଇଛନ୍ତି । ଘଟଣାର ଖୋଳତାଡ଼ କରୁଛି ଭରତପୁର…

ପ୍ରଥମ ଥର କାଶ୍ମୀର ଘାଟିରେ ହେଲା ମାଲ୍ ପରିବହନ, ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କାଶ୍ମୀରରେ ରେଳ ପରିବହନ ନିରନ୍ତର ବୃଦ୍ଧି ପାଉଛି। ଦୁର୍ଗମ ଅଞ୍ଚଳଗୁଡ଼ିକୁ ସୁଡ଼ଙ୍ଗ ଏବଂ ସେତୁ ମାଧ୍ୟମରେ ସଂଯୋଗ କରାଯାଉଛି। ଆଉ ଏବେ ସାମଗ୍ରୀ ପରିବହନରେ ରେଳବାଇ ଏକ ମାଇଲଖୁଣ୍ଟ ଛୁଇଁଛି। ଯେତେବେଳେ ପ୍ରଥମ ମାଲବାହୀ ଟ୍ରେନ୍ ଜମ୍ମୁ କାଶ୍ମୀରର ଅନନ୍ତନାଗରେ…

ନିଗମ ଓ ବୋର୍ଡରେ ନେତାଙ୍କ ଥଇଥାନ ଖୁବଶୀଘ୍ର

ଭୁବନେଶ୍ୱର : ପ୍ରଥମେ ବୋର୍ଡ ଓ ନିଗମରେ ନେତାଙ୍କୁ ଥଇଥାନ କରାଯିବ। ତା ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ। ଚଳିତ ମାସ ନିଗମ, ବୋର୍ଡ ଅଧ୍ୟକ୍ଷ ପଦରେ ନିଯୁକ୍ତି ପ୍ରକ୍ରିୟା ଚୂଡ଼ାନ୍ତ ହେବ। ରାଖୀ ପୂର୍ଣ୍ଣମୀ ଅବସରରେ ରାଜ୍ୟ ବିଜେପି ସଭାପତି…

ରୁଷରେ ଭୂମିକମ୍ପ, ତୀବ୍ରତା ୬.୦

ନୂଆଦିଲ୍ରୁଲୀ: ଷରେ ଏକ ବଡ଼ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦ ମାପ କରାଯାଇଥିଲା । USGS ଭୂମିକମ୍ପ କହିଛି, ଗତକାଲି ରାତିରେ ରୁଷର ସେଭେରୋ-କୁରିଲସ୍କର ପୂର୍ବ ଦକ୍ଷିଣ-ପୂର୍ବରେ ୨୬୭ କିଲୋମିଟର ଦୂରରେ ରିକ୍ଟର ସ୍କେଲରେ…

ୟୁକ୍ରେନ ଯୁଦ୍ଧ ଶେଷ ପାଇଁ ଟ୍ରମ୍ପ-ପୁଟିନଙ୍କ ବୈଠକ: ସମର୍ଥନ କଲା ଭାରତ

ନୂଆଦିଲ୍ଲୀ: ଭାରତ ଶନିବାର ୟୁକ୍ରେନ ଯୁଦ୍ଧ ଶେଷ କରିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ହେବାକୁ ଥିବା ବୈଠକକୁ ସ୍ୱାଗତ କରିଛି। ଏହି ବୈଠକ ଅଗଷ୍ଟ ୧୫ରେ ଆଲାସ୍କାରେ ହେବ। ଭାରତର…

ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଲୋକାର୍ପଣ ଉତ୍ସବ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ୪ ଜିଲ୍ଲାରେ ହେବ ମେଡିକାଲ କଲେଜ

କୋରାପୁଟ : ୪ ଜିଲ୍ଲାରେ ହେବ ମେଡିକାଲ କଲେଜ । କୋରାପୁଟରେ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଲୋକାର୍ପଣ ଉତ୍ସବରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବର୍ତ୍ତମାନ ୧୨ଟି ସରକାରୀ ମେଡିକାଲ କଲେଜ ଅଛି । ଖୁବ୍…

ବିଦ୍ୟୁତ ସଂଯୋଗ ନାହିଁ: ଅନ୍ଧାରୀ ଜୀବନ ବିତାଉଛନ୍ତି ୪୦ ରୁ ଉର୍ଦ୍ଧ୍ବ ପରିବାର

ଘଟଗାଁ: ଯୁଗ ବଦଳିବା ସହ ବଦଳିଛି ଲୋକଙ୍କ ଚାଲିଚଳନ। ବିଶେଷ କରି ଗ୍ରାମଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସମସ୍ତ ମୌଳିକ ସୁବିଧା ଯୋଗାଇବା ସରକାରଙ୍କ ପ୍ରଥମ କର୍ତ୍ତବ୍ୟ। ଏଥିପାଇଁ ସରକାର ବିଭିନ୍ନ ଯୋଜନା ଜରିଆରେ ପାଣି ଭଳି ଅର୍ଥ ମଧ୍ୟ ଖର୍ଚ୍ଚ…

ଚନ୍ଦ୍ରଭାଗାରେ ବୁଡି ୩ ମୃତ

ଗୋପ : ବଣଭୋଜି କରି ସମୁଦ୍ରରେ ଗାଧୋଇବା ବେଳେ ଘଟିଲା ଅଘଟଣ । ଉଚ୍ଚ ଜୁଆର ଯୋଗୁଁ ଗାଧୋଇବା ବେଳେ ସମୁଦ୍ରଭିତରକୁ ଚାଲିଯାଇଥିଲେ ଜଣେ ଯୁବକ । ସଙ୍ଗେ ସଙ୍ଗେ ସାଙ୍ଗମାନଙ୍କ ଦ୍ୱାରା ଉଦ୍ଧାର କରାଯାଇ କୋଣାର୍କ ମେଡିକାଲରେ ଚିକିତ୍ସା ପାଇଁ…

ଭାରତରେ ପ୍ରଥମଥର ହେବ କଣ୍ଟିନେଣ୍ଟାଲ ଟୁର୍, ବିଶ୍ବ ଆଥଲେଟିକ୍ସ ଚାମ୍ପିଅନସିପ୍ ଲାଗି ଯୋଗ୍ୟତା ଲକ୍ଷ୍ୟ

ଭୁବନେଶ୍ବର: ଭୁବନେଶ୍ବରରେ ଚାଲିଥିବା ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ବ୍ରୋଞ୍ଜ ଇଭେଣ୍ଟରେ ଚମକିଲେ ଓଡିଆ ଆଥଲେଟ। ୧୦୦ ମିଟର ପୁରୁଷ ବର୍ଗ ଫାଇନାଲ୍ କୁ ଗଲେ ଲାଲୁ ଭୋଇ। ୨୦୦ ମିଟର ପୁରୁଷ ବର୍ଗ ଫାଇନାଲକୁ ଉନ୍ନୀତ ହୋଇଛନ୍ତି ଅନିମେଶ୍ କୁଜୁର୍।…

କେନିଆରେ ଉଇକିମାନିଆ ୨୦୨୫, ଓଡ଼ିଆ ଓ ସାନ୍ତାଳୀ ଉଇକିଆଳିଙ୍କ ଯୋଗଦାନ

ନୂଆଦିଲ୍ଲୀ: ଉଇକିପିଡ଼ିଆର ସମୁଦାୟ ତଥା ଉଇକିପିଡ଼ିଆର ବାର୍ଷିକ ଉତ୍ସବ ଭାବରେ ପାଳନ କରାଯାଉଥିବା ଆନ୍ତର୍ଜାତୀୟ କାର୍ଯ୍ୟକ୍ରମ ଉଇକିମାନିଆ, ଏଥର କେନିଆର ନାଇରୋବି ସହରରେ ଆୟୋଜନ କରାଯାଇଛି । ଏଥିରେ ଓଡ଼ିଶାରୁ ଉଭୟ ଓଡ଼ିଆ ଓ ସାନ୍ତାଳି ଉଇକିଆଳିମାନେ (ଉଇକିପିଡ଼ିଆରେ ସ୍ୱେଚ୍ଛାସେବୀ ଭାବରେ…