କାର୍ତ୍ତିକ ପୂର୍ଣ୍ଣିମାରେ ବ୍ରହ୍ମପୁର-ପୁରୀ ମଧ୍ୟରେ ଚାଲିବ ସ୍ବତନ୍ତ୍ର ପାସେଞ୍ଜର ଟ୍ରେନ

ପୁରୀ: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ ଚଳାଚଳ କରାଯାଉଛି । ୦୮୪୧୭ ବ୍ରହ୍ମପୁର–ପୁରୀ ପ୍ୟାସେଞ୍ଜର ବିଶେଷ ଟ୍ରେନ ମଙ୍ଗଳବାର(ଆଜି) ରାତି ୮ଟା…

୨ଶିଶୁ ସମେତ ୭ ଦାଦନ ଶ୍ରମିକ ଉଦ୍ଧାର: ଜଣେ ଗିରଫ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲାରେ ୨ଶିଶୁଙ୍କ ସହ ଦାଦନ ଚାଲାଣ ହେଉଥିବା ସମୟରେ ଶିଶୁ ଓ ଦାଦନଙ୍କୁ ଉଦ୍ଧାର କରିବା ସହ ଜଣେ ଦଲାଲକୁ ଗିରଫ କରିଛି ପୁଲିସ୍ । ଖବର ଅନୁସାରେ ବଲାଙ୍ଗିର ଜିଲା ତୁରେକେଲା ରୋଡ଼ ରେଳ ଷ୍ଟେସନରୁ ୨ଶିଶୁଙ୍କ…

ନବୀନଙ୍କ ହେଲିକପ୍ଟର ଯାଞ୍ଚ କଲେ ଫ୍ଲାଇ ସ୍କ୍ୱାର୍ଡ ଟିମ୍

ନୂଆପଡା: ନୂଆପଡାରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ହେଲକପ୍ଟର ଯାଞ୍ଚ କରାଯାଇଛି । ସୋମବାର ନବୀନ ନୂଆପଡାରେ ପ୍ରଚାର ପାଇଁ ଯାଇଥିବା ବେଳେ ସେହି ସମୟରେ ତାଙ୍କ ବିମାନର ଯାଞ୍ଚ କରାଯାଇଥିଲା । ଏନେଇ ନୂଆପଡା…

ଉତ୍କଳ ବିଲ୍‌ଡର୍ସରେ ଆଇଟି ରେଡ୍, ଶହେ କୋଟିର ଠକେଇ ଅଭିଯୋଗ

ଭୁବନେଶ୍ବର: ଓଡ଼ିଶା ପ୍ରତିଷ୍ଠିତ ବ୍ୟାବସାୟିକ ସଂସ୍ଥା ଉତ୍କଳ ବିଲ୍‌ଡର୍ସ କାର୍ଯ୍ୟାଳୟରେ ଆୟକର ଚଢ଼ାଉ କରିଛି। ଆଜି ଭୋର୍ ୪ଟା ବେଳେ ହଠାତ୍ ଆୟକର ଟିମ୍ ଭୁବନେଶ୍ବର ସହିଦନଗର ସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଚଢ଼ାଉ ଆରମ୍ଭ କରିଥିଲେ। ଏଥିସହ ୧୪ଟି…

ମାଓବାଦୀଙ୍କ ଅସ୍ତ୍ର କାରଖାନା ଧ୍ୱଂସ, ବିପୁଳ ବିସ୍ପୋରକ ସାମଗ୍ରୀ ଜବତ

ମାଲକାନଗିରି : ମାଓବାଦୀଙ୍କ ଅସ୍ତ୍ରଶସ୍ତ୍ର କାରଖାନା ଧ୍ୱଂସ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଅଞ୍ଚଳରେ ଏକ ମାଓବାଦୀଙ୍କ ଅସ୍ତ୍ର କାରଖାନାକୁ ଧ୍ୱଂସ କରିଛି ସୁରକ୍ଷାକର୍ମୀ । ମାଓବାଦୀଙ୍କ ଅସ୍ତ୍ର କାରଖାନାରୁ ୧୭ଟି ରାଇଫଲ୍, ବିପୁଳ ପରିମାଣର ବିସ୍ପୋରକ…

ବିଲରୁ ଧାନ ଖାଇ ଦେବାରୁ ହାତୀକୁ ଗୁଳି ମାରି ହତ୍ୟା

ଭଞ୍ଜନଗର: ଧାନ ଫସଲ ରକ୍ଷା କରିବାକୁ ଯାଇ ହାତୀକୁ ଗୁଳି ମାରି ହତ୍ୟା କରାଯାଇଛି। ଗୁଳି ମାରିଥିବା ବ୍ୟକ୍ତିକୁ ଜଙ୍ଗଲ କର୍ମଚାରୀମାନେ ଗିରଫ କରାଯାଇଛି। ଅଭିଯୁକ୍ତ ନିକଟରୁ ୩ଟି ଦେଶୀ ବନ୍ଧୁକ, ୨୫ ଜୀବନ୍ତ ଗୁଳି, ୨୫ ସିସା, ୨ ବୋତଲ…

ବଢିବ ବିଏମସିର ପରିସର, ମିଶିବ ଭୁବନେଶ୍ୱର ସଂଲଗ୍ନ ପଞ୍ଚାୟତର କିଛି ଗାଁ

ଭୁବନେଶ୍ୱର : ବଢିବ ଭୁବନେଶ୍ୱର ମହାନଗର ନିଗମର ପରିସର । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଚିଠି ଆସିଥିଲା । ବିଡିଓଙ୍କ ଜରିଆରେ ଜିଲ୍ଲାପାଳଙ୍କ ପକ୍ଷରୁ ପ୍ରସ୍ତାବ ଆସିଛି ବୋଲି କହିଛନ୍ତି ବିଏମସି କମିଶନର ଚଞ୍ଚଳ ରଣା କହିଛନ୍ତି । ଭୁବନେଶ୍ୱର…

ବନ୍ଧୁକ ଲାଇସେନ୍ସ ପାଇଁ ନିଜ ଘରେ ବୋମା ବିସ୍ଫୋରଣ କଲେ ମହିଳା, ୩ ଗିରଫ

ଭୁବନେଶ୍ୱର : ବନ୍ଧୁକ ଲାଇସେନ୍ସ ହାତେଇବା ପାଇଁ ମହିଳାଙ୍କ ନାଟକ । ସୁପାରୀ ଦେଇ ନିଜ ଘରେ କରିଥିଲେ ବୋମା ବିସ୍ଫୋରଣ ଏବଂ ଗୁଳିମାଡ । ଗନ୍ ପାଇଁ ଲାଇସେନ୍ସ ନମିଳିବାରୁ ଏପରି ପ୍ରାୟୋଜିତ ଆଟାକ କରିଥିଲେ ଭରତପୂର ଥାନା ଅଂଚଳରେ…

ବିଡିଓଙ୍କ ଘରେ କଳାକନା ବୁଲାଇଲେ ଲୁଟେରା

ନବରଙ୍ଗପୁର: ନବରଙ୍ଗପୁର ବିଡିଓଙ୍କ ଘରେ କଳା କନା ବୁଲାଇଲେ ଚୋର। ଗତ ଶନିବାର ଛୁଟିରେ ନବରଙ୍ଗପୁର ବ୍ଲକ ବିଡିଓ ସୁନୀଲ ଖରା ନିଜ ପରିବାର ଲୋକଙ୍କୁ ଭେଟିବାକୁ ରାୟଗଡା ଯାଇଥିଲେ। ଆଜି ସକାଳେ ସେ ରାୟଗଡାରୁ ଫେରି ବ୍ଲକ ପରିସରରେ ଥିବା…

ପିଲାଙ୍କ ଦ୍ବାରା ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲଗାଇବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ୧୪ ରୁ ୧୮ ବର୍ଷ ବୟସର ପିଲାମାନଙ୍କ ଦ୍ୱାରା ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲଗାଇବା ପାଇଁ ଆଗତ ଏକ ଜନସ୍ୱାର୍ଥ ମାମଲା (PIL)କୁ ସୁପ୍ରିମକୋର୍ଟ (Supreme Court) ଖାରଜ କରିଦେଇଛନ୍ତି। ସୋମବାର ଦିନ ଆବେଦନର ଶୁଣାଣି…