ଜଳପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ
ସମ୍ବଲପୁର: ଦେବଝରଣ ଜଳପ୍ରପାତରେ ଅଘଟଣ। ଆଜି ଯୁଯୁମରା ସ୍ଥିତ ଦେବଝରଣ ଜଳ ପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ । ମୃତକ ଦୁଇ ଜଣ ବୁର୍ଲା ଭୀମସାରର ବୋଲି ଜଣା ପଡିଛି। ମୃତ ଛାତ୍ରୀଙ୍କ ନାଁ ମୋନିକା ମୀନା…
ସମ୍ବଲପୁର: ଦେବଝରଣ ଜଳପ୍ରପାତରେ ଅଘଟଣ। ଆଜି ଯୁଯୁମରା ସ୍ଥିତ ଦେବଝରଣ ଜଳ ପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ । ମୃତକ ଦୁଇ ଜଣ ବୁର୍ଲା ଭୀମସାରର ବୋଲି ଜଣା ପଡିଛି। ମୃତ ଛାତ୍ରୀଙ୍କ ନାଁ ମୋନିକା ମୀନା…
ଭୁବେନଶ୍ବର: ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପରେ ବାଧା । ବାତିଲ ହେଲା ମେଟ୍ରୋ ପ୍ରକଳ୍ପ ଟେଣ୍ଡର । ସିଗାଲ ଇଣ୍ଡିଆ ସହ ଚୁକ୍ତି ବାତିଲ କଲା ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ। ଏନେଇ ଆନୁଷ୍ଠାନିକ ଭାବେ ବାତିଲ ନୋଟିସ ଜାରି କରିଛି ଡିଏମଆରସି…
କୋଣାର୍କ : ଶନିବାର ଅପରାହ୍ନ ୪ଟାରେ କୋଣାର୍କ-ପୁରୀ ଵେଳାମାର୍ଗ ସଂଲଗ୍ନ ରାମଚଣ୍ଡୀ ନଦୀ ଗର୍ଭକୁ ଗୋଟିଏ ଚଳନ୍ତା କାର୍ ଖସି ପଡିବା ଫଳରେ କାର୍ ଚାଳକ କଟକ ସଦର ବିଡିଓ ପ୍ରତୀକ ସାହୁ (୩୩) ଓ ତାଙ୍କ ପତ୍ନୀ ରଶ୍ମୀ ସାହୁ(୩୧)…
ହ୍ବାଟ୍ସଆପ୍ କଲ୍ ସେଣ୍ଟର ଖୋଲି ଅନଲାଇନରେ ହେଉଥିଲା ନିଶାଦ୍ରବ୍ୟ ଚାଲାଣ। ଲକ୍ଷେ କି ଦୁଇ ଲକ୍ଷ ନୁହେଁ, କୋଟି କୋଟି ଟଙ୍କାର ନିଶାଦ୍ରବ୍ୟ ଚାଲାଣ କରୁଥିଲେ ବିଦେଶୀ ମାଫିଆ। ଆଉ ଏହାର କିଙ୍ଗପିନ୍ ଥିଲେ ନାଇଜେରୀୟ ଯୁବକ। ଅନଲାଇନରେ ଅର୍ଡର କଲେ…
ଭୁବନେଶ୍ବର ୨୬।୭: ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ରାଜ୍ୟ ସରକାରଙ୍କ ସମସ୍ତ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ବର୍ଷକର ରିପୋର୍ଟ କାର୍ଡ ଦେବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ସମସ୍ତ ମନ୍ତ୍ରୀ ନିଜ କର୍ତ୍ତବ୍ୟ ଓ ଦାୟିତ୍ଵ…
ନୂଆଦିଲ୍ଲୀରେ ଶନିବାର ଦିନ ୧୭ ଜଣ ସାଂସଦଙ୍କୁ ସେମାନଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ସଂସଦ ରତ୍ନ ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି। ଏହି ସାଂସଦମାନଙ୍କ ମଧ୍ୟରେ ଅଛନ୍ତି ବିଜେପିରୁ ରବି କିଶନ, ନିଶିକାନ୍ତ ଦୁବେ ଏବଂ ଦିନେଶ ଶର୍ମା, କଂଗ୍ରେସରୁ ବର୍ଷା…
ଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ଏହାସହ ବଢି ଚାଲିଛି ବିଭିନ୍ନ ନଦୀର ଜଳସ୍ତର । ବିପଦ ସଙ୍କେତ ଉପରେ ଜଳକା ଓ ବୈତରଣୀ ନଦୀର ଜଳସ୍ତର ପ୍ରବାହିତ ହେଉଛି । ନଦୀରେ…
ୱାଶିଂଟନ: ଆମେରିକାର ମହାକାଶ ସଂସ୍ଥା ନ୍ୟାସନାଲ ଏରୋନଟିକ୍ସ ଆଣ୍ଡ ସ୍ପେସ୍ ଆଡମିନିଷ୍ଟ୍ରେସନ୍ (ନାସା) ରୁ ୩,୮୭୦ କର୍ମଚାରୀ ଚାକିରି ହରାଇବେ । ସ୍ୱେଚ୍ଛାକୃତ ଇସ୍ତଫା କାର୍ଯ୍ୟକ୍ରମ ଅନ୍ତର୍ଗତ ଏହି କର୍ମଚାରୀମାନେ ଇସ୍ତଫା ଦେବାକୁ ଯାଉଛନ୍ତି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ପ୍ରଶାସନ…
ଭୁବନେଶ୍ୱର : ସ୍ୱତନ୍ତ୍ର ଓଡିଇଟି ପରୀକ୍ଷା ବାତିଲ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି ହୋଇଥିବା ସୂଚନା ମିଳିଛି । ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହେଲେ…
ଅପରେସନ ସିନ୍ଦୂର ସମୟରେ କରାଯାଇଥିବା ସର୍ଜିକାଲ୍ ଷ୍ଟ୍ରାଇକ୍ ପାକିସ୍ତାନକୁ ଏକ ସିଧାସଳଖ ବାର୍ତ୍ତା ଦେଇଥିଲା ଯେ ଯେଉଁମାନେ ଆତଙ୍କବାଦକୁ ସମର୍ଥନ କରନ୍ତି ସେମାନଙ୍କୁ ଛଡାଯିବ ନାହିଁ । ଆଜି କାରଗିଲ୍ ବିଜୟ ଦିବସ ଅବସରରେ ଲଦାଖର ଦ୍ରାସରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ…