ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ବରଗଡ: ବରଗଡ଼ ଜେଲରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । କଏଦୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାକୁ ନେଇ ପୁଲିସର ଛାନଭିନ ଜାରି ରହିଛି। ମୃତ କଏଦୀ ଜଣକ ଅତାବିରା ଥାନା ଅଞ୍ଚଳ ଜହ୍ନାପଡା ଗାଁର ପ୍ରାୟ…

ଦୀପାବଳିରେ ଟ୍ବିନସିଟିରେ ବାଣ ଫୁଟି ୧୦୦ରୁ ଅଧିକ ଆହତ

କଟକ : ଦୀପାବଳିରେ ବିଭିନ୍ନ ସ୍ଥାନରେ ଅଘଟଣ। ଟ୍ବିନସିଟିରେ ବାଣ ଫୁଟି ୧୦୦ରୁ ଅଧିକ ଆହତ । ୭ରୁ ୯ ବାଣ ଫୁଟା କଟକଣାକୁ ଫୁ କରି କରିଦେଲେ ଲୋକେ । ଟ୍ବିନସିଟିରେ ବିଳମ୍ବିତ ରାତି ଯାଏ ଚାଲିଲା ଢୋ ଢା…

ବାଣ ଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ, ୬ ଗୁରୁତର

ବିନିକା: ବିନିକା ସହରାଞ୍ଚଳରେ ସୋମବାର ରାତିରେ ଦୀପାବଳି ଉତ୍ସବ ପାଳନ ସମୟରେ ବାଣ ଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଛି। ସହରର ପାତିକାର ପଡ଼ା ଓ ମନୋହରି ପଡ଼ାରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟିବାରୁ ୬ ଜଣ ଆହତ ହୋଇଛନ୍ତି।…

ନିଶାମୁକ୍ତି କେନ୍ଦ୍ରରେ ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲା ପରିବାର

କଟକ : ନିଶାମୁକ୍ତି କେନ୍ଦ୍ରରେ ମୃତ୍ୟୁ । କଟକ ସଦର ଥାନା ଅଞ୍ଚଳରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ଉତ୍ତମାପୁର ଅଞ୍ଚଳରେ ରହିଥିବା ନିଶା ମୁକ୍ତି କେନ୍ଦ୍ରରେ ଏହି ଅଘଟଣ ଘଟିଛି । ମୃତ ଯୁବକ ସୌମ୍ୟରଞ୍ଜନ ଦାସ…

ବାଣ ଫୁଟି ପୁଅ ମୃତ, ବାପା ଗୁରୁତର

ଅନୁଗୁଳ : ବାଣ ଫୁଟି ପୁଅ ମୃତ, ବାପା ଗୁରୁତର । ଅନୁଗୁଳ ଜିଲ୍ଲା ସମଲ ଥାନା ସିପୁର ଗାଁରେ ଏହି ଅଘଟଣ ଘଟିଛି । ମୃତ ପୁଅ ସରୋଜ ପ୍ରଧାନ, ଗୁରୁତର ବାପା ପ୍ରମୋଦ ପ୍ରଧାନ । ପ୍ରମୋଦଙ୍କ ହାତ…

ଟ୍ରକ୍‌-କାର୍‌ ଧକ୍କା: BSF ଯବାନ ମୃତ, ୬ ଗୁରୁତର

ମାଲକାନଗିରି: ଆନ୍ଧ୍ର ସୀମାନ୍ତ ଚିନ୍ତୁରରେ ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଜଣେ BSF ଯବାନ ମୃତ, ୬ ଜଣ ଗୁରୁତର। ମୃତ ଯବାନ ୧୪୨ ବାଟାଲିୟନ୍‌ର ଗୌରବ ପାଣ୍ଡେ ସୂଚନା। ଛୁଟି ସାରି ମାଲକାନଗିରି ଫେରୁଥିବା ବେଳେ ବିଳମ୍ବିତ ରାତିରେ ଟ୍ରକକୁ…

ସରିଲା ନାମାଙ୍କନ, ଏଥର ଜମିବ ପ୍ରଚାର

ନୂଆପଡା: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଶେଷ ହେଲା ନାମାଙ୍କନ ପତ୍ର ଦାଖଲ। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜିଠୁ ନୂଆପଡ଼ାରେ ଜମିବ ପ୍ରଚାର। ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ସୋମବାର ନାମାଙ୍କନ ପତ୍ର…

ମୋନାଲିସା ଚିତ୍ର ଥିବା ବିଶ୍ଵର ପ୍ରସିଦ୍ଧ ମ୍ୟୁଜିଅମରେ ଚୋରି

ପ୍ୟାରିସ: ବିଶ୍ଵର ପ୍ରସିଦ୍ଧ ମ୍ୟୁଜିଅମ, ଯେଉଁଠି ମୋନାଲିସା ଚିତ୍ର ରହିଛି, ସେଠାରୁ ଚୋରି ହୋଇଛି। ରବିବାର ସକାଳେ ଘଟିଥିବା ଏହି ଘଟଣା ସମଗ୍ର ବିଶ୍ଵକୁ ସ୍ତବ୍ଧ କରିଦେଇଛି। ଫ୍ରାନ୍ସର ପ୍ୟାରିସରେ ଥିବା ‘ଲଭରେ’ ମ୍ୟୁଜିଅମରେ ଏଭଳି ଘଟଣା ଘଟିଛି। ଫଳରେ ଏହାକୁ…

ବ୍ରହ୍ମୋସକୁ ବିଶ୍ୱର ସର୍ବୋତ୍ତମ କ୍ଷେପଣାସ୍ତ୍ର ଭାବେ କରାଯାଉଛି ବିବେଚନା, ରେଞ୍ଜରେ ରହିଛି ପୁରା ପାକିସ୍ତାନ

ନୂଆଦିଲ୍ଲୀ: ବ୍ରହ୍ମୋସ ରେଞ୍ଜରେ ରହିଛି ପୁରା ପାକିସ୍ତାନ । ଲକ୍ଷ୍ନୌରୁ ପାକିସ୍ତାନକୁ ଏଭଳି ଚେତାବନୀ ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଅପରେସନ ସିନ୍ଦୁର ବେଳେ ଯାହା ହୋଇଥିଲା ତାହା କେବଳ ଟ୍ରେଲର ଥିଲା । ଯଦି ପାକିସ୍ତାନ ପୁଣି…

ବ୍ରାଜିଲରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବସରେ୧୭ ଯାତ୍ରୀ ମୃତ

ବ୍ରାଜିଲ: ବ୍ରାଜିଲରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଉତ୍ତର-ପୂର୍ବ ବ୍ରାଜିଲର ପର୍ନାମ୍ବୁକୋ ରାଜ୍ୟରେ ଏକ ବସ୍ ଦୁର୍ଘଟଣାରେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ବ୍ରାଜିଲର ଫେଡେରାଲ୍ ହାଇୱେ ପୋଲିସର ସୂଚନା ଅନୁଯାୟୀ, ବସ୍ ଡ୍ରାଇଭର ହଠାତ୍ ନିୟନ୍ତ୍ରଣ ହରାଇ ବସିଥିଲେ…