ପର୍ବପର୍ବାଣୀରେ ରାଜ୍ୟ ସରକାରଙ୍କ ‘ନୋ ଗିଫ୍ଟ’ ପଲିସି
ଭୁବନେଶ୍ୱର: ପାର୍ବଣ ଋତୁରେ ‘ନୋ ଗିଫ୍ଟ’ ପଲିସି ଅପଣେଇଲେ ରାଜ୍ୟ ସରକାର। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲାଗୁ କଲେ ‘ନୋ ଗିଫ୍ଟ ପଲିସି’। ପର୍ବପର୍ବାଣୀ ସମୟରେ ଉପହାର ନେଇ ଆସିବାକୁ କଲେ ମନା। ଏନେଇ ସେ ନିଜ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି,…