ବିପଜ୍ଜନକ ସ୍ତରରେ ପ୍ରଦୂଷଣ ସ୍ତର, ରାଜଧାନୀରେ କ୍ଲାଉଡ୍ ସିଡିଂ ପାଇଁ ପ୍ରସ୍ତୁତି ଶେଷ

ଦିଲ୍ଲୀ: ସମସ୍ତ ଚେଷ୍ଟା ପରେ ବି ପ୍ରଦୂଷଣର ମାତ୍ରା କମିବାର ନା ନେଉନି । ଏଥର ଦୀପାବଳି ପୂର୍ବରୁ ହିଁ ଦିଲ୍ଲୀର ବାୟୁ ବିଷାକ୍ତ ହୋଇଯାଇଛି । ରାଜଧାନୀ ଦିଲ୍ଲୀର ଅନେକ ଅଞ୍ଚଳରେ ପ୍ରଦୂଷଣ ସ୍ତର ବିପଜ୍ଜନକ ସ୍ତରରେ ପହଞ୍ଚିଛି ।…

ଯୁଦ୍ଧବିରତି ଡାକରା ଦେଲା ପାକିସ୍ତାନ ଓ ଆଫଗାନିସ୍ତାନ

ନୂଆଦିଲ୍ଲୀ: ୪୮ ଘଣ୍ଟା ପାଇଁ ଅସ୍ଥାୟୀ ଯୁଦ୍ଧବିରତି କାର୍ଯ୍ୟକାରୀ କରିବାକୁ ରାଜି ହୋଇଛନ୍ତି ପାକିସ୍ତାନ ଏବଂ ଆଫଗାନିସ୍ତାନ । ନିକଟରେ ସୀମାର ସଂଘର୍ଷ ପରେ ଏହି ପଦକ୍ଷେପ ନିଆଯାଇଛି । ଏହି ସମୟରେ, ଆଫଗାନିସ୍ତାନ ପାକିସ୍ତାନୀ ସୈନ୍ୟଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ପୋଖରୀରେ ବୁଡ଼ିଗଲେ ୨ ନାବାଳକ

ରାଇରଙ୍ଗପୁର : ପୋଖରୀରେ ବୁଡ଼ି ୨ ନାବାଳକ ମୃତ । ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଚାଡରିପାହାଡ଼ି ଗାଁରେ ଘଟିଛି ଅଭାବନୀୟ ଘଟଣା । ଗୁରୁବାର ଦିନ ଦୁଇ ନାବାଳକ ପୁଅ ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି । ମୃତକଙ୍କ ମଧ୍ୟରୁ ଜଣେ…

୨୪ରେ ଆଉ ଏକ ଲଘୁଚାପ !

ଭୁବନେଶ୍ଵର : ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବା ନେଇ…

ଏସଓଏସ୍‍ ଭିଲେଜ ପିଲାଙ୍କ ସହ ଜନ୍ମଦିନ ପାଳନ କରି ଖୁସି ଜାହିର କଲେ ନବୀନ

ଭୁବନେଶ୍ବର: ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ୭୯ ବର୍ଷରେ ପଦାର୍ପଣ କରିଛନ୍ତି । ସରଳ ଓ ନିରାଡ଼ମ୍ବର ଜୀବନ ଶୈଳୀରେ ବିଶ୍ୱାସ ରଖୁଥିବା ନବୀନ ପଟ୍ଟନାୟକ ତାଙ୍କ ଜନ୍ମ ଦିନ…

ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ଵାମୀ

ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲା କିଞ୍ଜିରକେଲା ଥାନା ବନ୍ଧବାହାଲ ନିକଟ ଗାଇଡେଗା ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀର ତଣ୍ଟି ଚିପି ହତ୍ୟା କରିଛି ମଦ୍ୟପ ସ୍ଵାମୀ। ମୃତକ ସଞ୍ଜୁ ତନ୍ତୀ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଅଭିଯୁକ୍ତ ସ୍ଵାମୀ…

ଟ୍ରାଫିକ ନିୟମ ଉଲଂଘନ କଲେ ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି । ଅଭ୍ୟାସ ଗତ ଟ୍ରାଫିକ ଉଲଂଘନ କାରୀଙ୍କ ଲିଷ୍ଟ ଦେଲା ପୋଲିସ । ୨୫୮…

ବିଜେପିର ବିଜୟ ସକଳ୍ପ ସମାବେଶରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ନୂଆପଡ଼ାରେ ବିଜେପିର ବିଜୟ ସକଳ୍ପ ସମାବେଶ ଓ ମହା ମିଶ୍ରଣ ପର୍ବ । ଏଥିରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଉପନିର୍ବାଚନ ପାଇଁ ବିଗୁଲ ବଜାଇବା ସହ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ବିପୁଳ ସଂଖ୍ୟାରେ…

ରାଜ୍ୟ ସରକାରୀଙ୍କ ଦୀପାବଳି ଭେଟି, ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି । ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜୁଲାଇ ପହିଲା…

୧୮ ତାରିଖରେ ନାମାଙ୍କନ ଦାଖଲ କରିବେ ଜୟ ଢୋଲକିଆ

ଭୁବନେଶ୍ୱର : ଆଜି ପ୍ରାର୍ଥୀପତ୍ର ଦାଖଲ କଲେନି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଆସନ୍ତା ୧୮ ତାରିଖରେ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ମିଳିଛି । ଆଜି ଶୁଭ ମୁହୂର୍ତ୍ତ ନଥିବାରୁ ପ୍ରାର୍ଥୀପତ୍ର ଦାଖଲ କରିବେନି ଜୟ ।…