ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରେଢ଼ାଖୋଲ ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା । ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଭୁବନେଶ୍ବରରୁ ନାକଟିଦେଉଳ ଅଭିମୁଖେ…

୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଚାରି ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କରିଛନ୍ତି । ଏଥିରେ ପୂର୍ବତନ କୂଟନୀତିଜ୍ଞ ହର୍ଷ ଶ୍ରୀଙ୍ଗଲା, ବରିଷ୍ଠ ଓକିଲ ଉଜ୍ଜ୍ୱଳ ନିକମ, ଐତିହାସିକ ମୀନାକ୍ଷୀ ଜୈନ ଏବଂ ସମାଜସେବୀ ସଦାନନ୍ଦନ ମାଷ୍ଟର ପ୍ରମୁଖ…

ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣା: କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ବାଲେଶ୍ଵର : ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଉପରେ ତୀବ୍ର ଅସନ୍ତୋଷ ଝାଡିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଏହା ଅତ୍ୟନ୍ତ ଗମ୍ଭୀର ସମସ୍ୟା । ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ସେ ଦାୟୀ କରିଛନ୍ତି…

ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ : ଗିରଫ ହେଲେ ଅଧ୍ୟାପକ, ଅଧ୍ୟକ୍ଷ ନିଲମ୍ବିତ, ଛାତ୍ରୀଙ୍କୁ ଭେଟିଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ବାଲେଶ୍ୱର/ଭୁବନେଶ୍ୱର: ବାଲେଶ୍ଵର ଫକୀର ମୋହନ ସ୍ଵଂୟଶାସିତ କଲେଜରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଗିରଫ ହୋଇଛନ୍ତି ଅଭିଯୁକ୍ତ ଅଧ୍ୟାପକ ସମୀର ସାହୁ। ସେ କଲେଜର ଶିକ୍ଷା ବିଭାଗ ମୁଖ୍ୟ(ଏଚଓଡି) ଥିଲେ। ସମୀରଙ୍କୁ ତାଙ୍କ ପଦବୀରୁ ନିଲମ୍ବିତ କରାଯିବା ପରେ ସହଦେବଖୁଣ୍ଟା ପୁଲିସ…

ଫକୀରମୋହନ କଲେଜରେ ଛାତ୍ରୀଙ୍କ ଆତ୍ମାହୂତୀ ଉଦ୍ୟମ : ପ୍ରିନ୍ସିପାଲ ଓ ଏଜୁକେସନ ବିଭାଗ HODଙ୍କୁ ନିଲମ୍ବିତ କଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ବର ୧୨।୭: ବାଲେଶ୍ବର ଫକୀରମୋହନ କଲେଜରେ ଛାତ୍ରୀ ଦେହରେ ନିଆଁ ଲଗାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ବାଲେଶ୍ୱର ଫକୀରମୋହନ କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଓ ଏଜୁକେସନ ବିଭାଗ HOD ସମୀର ସାହୁ ସସ୍‌ପେଣ୍ଡ ହୋଇଛନ୍ତି । ଉଭୟଙ୍କୁ ସସ୍‌ପେଣ୍ଡ କଲେ…

୭୫ ବର୍ଷରେ ନେତା ଅବସର ନେବା ଉଚିତ: ଭାଗବତ

ନାଗପୁର: ନେତାମାନେ ୭୫ ବର୍ଷରେ ଅବସର ଗ୍ରହଣ କରି ଯୁବପିଢିଙ୍କୁ ନେତୃତ୍ବ ଭାର ଛାଡିବା ଉଚିତ୍ ବୋଲି ପୁଣି ଥରେ କହିଛନ୍ତି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ। ନାଗପୁରରେ ଆରଏସ୍‌ଏସ୍‌ର ଦିବଂଗତ ବରିଷ୍ଠ କାର୍ଯ୍ୟକର୍ତ୍ତା ମୋ‌ରୋପନ୍ଥ ପିଙ୍ଗଲେଙ୍କ…

କଟକ ସିଟି ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ନାବାଳକଙ୍କ ମୃତ୍ୟୁ

କଟକ : ଚିକିତ୍ସା ଅବହେଳାରୁ ୧୬ ବର୍ଷର ନାବାଳକଙ୍କ ମୃତ୍ୟୁ । ପରିବାରଲୋକ ଓ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆକ୍ରୋଶ । ହସ୍ପିଟାଲ ଘେରିଲେ, ହୋହାଲ୍ଲା କଲେ । ଶୁକ୍ରବାର ରାତିରେ ଟାୟାର ଜାଳି ରାସ୍ତାରୋକ କରିଥିଲେ । ପୋଲିସ ପହଞ୍ଚି…

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜ୍ୟର ବିକାଶ ଏବଂ ଭବିଷ୍ୟତ ରଣନୀତି ସମ୍ବନ୍ଧୀୟ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

୧୦୦ ୟୁନିଟ୍‌ ମାଗଣା ବିଜୁଳି ଦେବାକୁ ସରକାର କଲେ ଯୋଜନା

ପାଟନା : ନିର୍ବାଚନ ପୂର୍ବରୁ ନୀତିଶ ସରକାରଙ୍କ ବଡ ଭେଟି। ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ କିଛି ମାସ ବାକି ରହିଛି । ମାତ୍ର ଏବେ ମଧ୍ୟ ସରଗରମ ରହିଛି ରାଜ୍ୟ ରାଜନୀତି । ଏବେ ଠାରୁ ଅନେକ ରାଜନୈତିକ…

ଶିମିଳିପାଳରେ ବଢୁଛି ବାଘ ସଂଖ୍ୟା, ପୁଣି ୩ ଟି ଛୁଆ ଜନ୍ମ ଦେଲା କଳା ବାଘୁଣୀ T20

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳରେ ବୃଦ୍ଧି ପାଉଛି ବାଘ ସଂଖ୍ୟା। ପୁଣି ୩ ଟି ଛୁଆ ଜନ୍ମ ଦେଇଛି କଳା ବାଘୁଣୀ T20। କ୍ୟାମେରା ଟ୍ରାପରେ କଏଦ ହେଲା ଚିତ୍ର। ଗତ ଜାନୁଆରୀରୁ ଏ ପର୍ଯ୍ୟନ୍ତ ଶିମିଳିପାଳରେ ୯ ଟି…