ରାହୁଲ ଗାନ୍ଧୀ ‘ଚାଲି ନ ଜାଣି ବାଟର ଦୋଷ’ ଭଳି କଥା କହୁଛନ୍ତି : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ କଂଗ୍ରେସର କୌଣସି ଅସ୍ତିତ୍ୱ ନାହିଁ। ଗରିବ ଲୋକଙ୍କ ହକ୍ ଏବଂ ଜନଜାତିଙ୍କ ଜମି ସେବେ ପର୍ଯ୍ୟନ୍ତ ସୁରକ୍ଷିତ, ଯେଉଁ ପର୍ଯ୍ୟନ୍ତ କଂଗ୍ରେସ କ୍ଷମତାକୁ ଆସିନାହିଁ। ରାହୁଲ ଗାନ୍ଧୀ ‘ଚାଲି ନ ଜାଣି ବାଟର ଦୋଷ’ ଭଳି କଥା କହୁଛନ୍ତି…
