ଭୁବନେଶ୍ୱରରେ ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଜଣ ନିଶା ବ୍ୟବସାୟୀ ଗିରଫ
ଭୁବନେଶ୍ୱର : ମୈତ୍ରୀ ବିହାର ଥାନା ଅଞ୍ଚଳରେ ଚାଲିଥିଲା ଧଳାଜହର କାରବାର । ୨୫୪ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ୫ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ । ୩ ମୋଟର ସାଇକେଲ ସହ ୩ହଜାର ଟଙ୍କା ଜବତ।…
ଭୁବନେଶ୍ୱର : ମୈତ୍ରୀ ବିହାର ଥାନା ଅଞ୍ଚଳରେ ଚାଲିଥିଲା ଧଳାଜହର କାରବାର । ୨୫୪ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ୫ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ । ୩ ମୋଟର ସାଇକେଲ ସହ ୩ହଜାର ଟଙ୍କା ଜବତ।…
ଭୁବନେଶ୍ୱର: ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବଡ଼ ଘୋଷଣା। ଖୁବଶୀଘ୍ର ସଂପ୍ରସାରଣ ହେବ ମନ୍ତ୍ରିମଣ୍ଡଳ। ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ଆଶିଷ ନେଲା ବେଳେ ଦେଲେ ଏପରି ସୂଚନା। ରାଜ୍ୟ ମନ୍ତ୍ରିମଣ୍ଡଳରେ ୬ଟି ପଦ ଖାଲି ଅଛି ଏବଂ ଖୁବଶୀଘ୍ର ସଂପ୍ରସାରଣ…
ଗୁଜରାଟ : ଗୁଜରାଟରେ ବୁଧବାର ଏକ ବଡ ଅଘଟଣ ଘଟିଛି । ବଦୋଦରାରେ ଏକ ପୋଲ ହଠାତ୍ ଦୁଇ ଫାଳ ହୋଇ ଏକାଧିକ ଗାଡି ନଦୀକୁ ଖସି ପଡିବାରୁ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି…
କଟକ: ACF ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ବିରୋଧରେ ଚାଲିବ ମାମଲା । ଏହା ସହ ଡିଏଫଓ ସଂଗ୍ରାମ ବେହେରାଙ୍କ ସହ ରୋଷେୟା ମନ୍ମଥଙ୍କ ନାମରେ ମଧ୍ୟ ଚାଲିବ ମାମଲା । ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନକୁ…
ଭୁବନେଶ୍ୱର: ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ। ଜାମିନ ଦେଲେ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ମିଳିଲା ଜାମିନ। BMC ଅଧିକାରୀଙ୍କୁ ମାଡ଼ ଘଟଣାରେ ଗିରଫ ହୋଇଥିଲେ ଜଗନ୍ନାଥ। ଭୁବନେଶ୍ବର ମହାନଗର…
ଭୁବନେଶ୍ୱର,୮।୭: ଦକ୍ଷିଣ ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚରେ ରହି ଦକ୍ଷିଣ-ପଶ୍ଚିମ ଆଡକୁ ବ୍ୟାପିଛି। ଏହା ଆସନ୍ତା ୨ଦିନ ମଧ୍ୟରେ…
ବାଂଶପାଳ: କେନ୍ଦୁଝରଜିଲ୍ଲା ବାଂଶପାଳ ବ୍ଲକ କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ଠାରେ ଆଜି ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତ ବ୍ୟକ୍ତି ହେଲେ ରମେଶ ବାରିକ (୨୫)। ସୂଚନା…
ଭୁବନେଶ୍ୱର: ରାଜ୍ୟ ଜେଲ୍ ନିର୍ଦ୍ଦେଶାଳୟ ପକ୍ଷରୁ କେତେକ ସବ୍ ଜେଲ୍କୁ ବନ୍ଦ କରି ନିକଟସ୍ଥ ଜିଲ୍ଲା ଜେଲ୍ରେ ମିଶ୍ରଣ କରାଯିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଯୋଜନାରେ ସଂଶୋଧିତ ସୁବିଧାଗୁଡ଼ିକୁ ନିକଟବର୍ତ୍ତୀ ଜେଲ୍ ସହିତ ମିଶ୍ରଣ କରିବା ଏବଂ ବର୍ତ୍ତମାନର…
ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଝାରବନ୍ଧ ଗାଁ ନିକଟ ନାରାୟଣ ଡୁଙ୍ଗୁରୀ ସଂରକ୍ଷିତ ଜଙ୍ଗଲରୁ ଏକ ମାଓ କ୍ୟାମ୍ପ ଠାବ ହୋଇଛି। ମାଓ କ୍ୟାମ୍ପରୁ ଗୋଟିଏ ଟିଫିନ ବୋମା, ୨୦ଟି ଜିଲୋଟିନ୍ ସମେତ ବିପୁଳ ମାଓ ସାମଗ୍ରୀ ଓ ବିସ୍ଫୋରକ…
ଭୁବନେଶ୍ୱର,୮।୭: ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା…