ଜଗନ୍ନାଥଙ୍କ ସପକ୍ଷରେ ଜୟ : ବହୁତ ଅଫିସରଙ୍କର ବିଜେଡ଼ି ହ୍ୟାଙ୍ଗଓଭର ଯାଉନାହିଁ
ଭୁବନେଶ୍ୱର: ବିଏମ୍ସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ହୋଇଥିବା ଆକ୍ରମଣ ମାମଲାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କରିଛନ୍ତି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର | ସେ କହିଛନ୍ତି ଯେ ଜଗନ୍ନାଥ ପ୍ରଧାନ କଣ କରିଥିଲେ? ଜଗନ୍ନାଥ…
