୨୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି
ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ବର୍ଷା। ଆଉ ୩ ଦିନ ଯାଏଁ ଏଭଳି ସ୍ଥିତି ଜାରି ରହିବ। ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।ଆଉ ଏକ ଟର୍ଫ ଲାଇନ ଏହି ଘୂର୍ଣ୍ଣିବଳୟ ଉପର…
ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ବର୍ଷା। ଆଉ ୩ ଦିନ ଯାଏଁ ଏଭଳି ସ୍ଥିତି ଜାରି ରହିବ। ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।ଆଉ ଏକ ଟର୍ଫ ଲାଇନ ଏହି ଘୂର୍ଣ୍ଣିବଳୟ ଉପର…
ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ(ପିଏନବି) ଦୁର୍ନୀତି ମାମଲାରେ ନୀରବ ମୋଦୀଙ୍କ ଭାଇ ନେହାଲ ମୋଦୀଙ୍କୁ ଗିରଫ କରିଛି ଆମେରିକା ପୁଲିସ। ଭାରତର ଅନୁରୋଧ କ୍ରମେ ଆମେରିକା ଏହି ପଦକ୍ଷେପ ନେଇଛି। ନେହାଲଙ୍କୁ ଗିରଫ କରି ଭାରତକୁ ପ୍ରତ୍ୟର୍ପଣ କରିବା ଲାଗି କେନ୍ଦ୍ରୀୟ ତଦନ୍ତ…
ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ଅବସରେ ସ୍ଵାସ୍ଥ୍ୟସେବା ଅବସରରେ ଅଧିକ ଗୁରୁତ୍ୱ ଦିଆଯାଇଛି । ସ୍ନାନ ପୂର୍ଣ୍ଣିମା ଠାରୁ ବାହୁଡ଼ା, ସୁନାବେଶ ଏବଂ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଚାଲୁରହିଛି । ପୁରୀ ଏବଂ ଆଖପାଖ ଅଞ୍ଚଳରେ ସଂକ୍ରମଣ ରୋଗର ପ୍ରତିରୋଧ ପାଇଁ…
ନୂଆଦିଲ୍ଲୀ : ଆମେରିକାର ଦକ୍ଷିଣ ମଧ୍ୟ କ୍ଷେତ୍ରରେ ସ୍ଥିତ ଟେକ୍ସାସ ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ସୃଷ୍ଟି ହୋଇଥିବା ବନ୍ୟା ପାଇଁ ହାହାକାର ସ୍ଥିତି ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ଏଥିରେ ପ୍ରାୟ ୨୪ ଜଣଙ୍କ ମୃତ୍ୟୁ ହେବା ସହ ଅନେକ…
ଭୁବନେଶ୍ବର: ପୂର୍ବତଟ ରେଳପଥ ୱାଲଟିୟର ରେଳମଣ୍ଡଳ ଅନ୍ତର୍ଗତ କୋରାପୁଟ-କିରାଣ୍ଡୁଲ ରେଳ ମାର୍ଗରେ ଜରାତି ଏବଂ ମାଲିଗୁଡ଼ା ଷ୍ଟେସନ ମଧ୍ୟରେ ଗତ ୨ ତାରିଖରେ ପ୍ରବଳ ବର୍ଷା ଯୋଗୁଁ ଏକ ବଡ଼ ଭୂସ୍ଖଳନ ହୋଇଥିଲା । ଏହା ଦ୍ୱାରା ରେଳ ସେକ୍ସନକୁ ବାଧାପ୍ରାପ୍ତ…
ଚେନ୍ନଇ: ୨୦୨୬ ତାମିଲନାଡ଼ୁ ନିର୍ବାଚନକୁ ନେଇ ଟିଭିକେ(ତାମିଲଗା ଭେଟ୍ଟ୍ରି କାଝାଗମ୍) ଦଳ ଶୁକ୍ରବାର ବଡ଼ ଘୋଷଣା କରିଛି। ଅଭିନେତା ଥଲପତି ବିଜୟ ହୋଇଛନ୍ତି ଦଳର ମୁଖ୍ୟମନ୍ତ୍ରୀ ଚେହେରା। ଚେନ୍ନଇରେ ବସିଥିବା ଟିଭିକେ ଦଳୀୟ ବୈଠକରେ ଅଭିନେତାରୁ ରାଜନେତା ପାଲଟିଥିବା ଜୋସେଫ୍ ବିଜୟ…
ପୁରୀ : ବଢିବ ପୁରୀର କଳେବର । ମହାନଗର ନିଗମ ହେବ ଜଗନ୍ନାଥ ଧାମ ପୁରୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ଘୋଷଣା । କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ବର୍ଷ ସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଦେଶ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ମୋଦୀ ପ୍ରଥମେ ଦକ୍ଷିଣ ଆଫ୍ରିକାର ଘାନାରେ ଯାଇ ପହଞ୍ଚିଥିଲେ। ଘାନାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରିବା ପାଇଁ ଅନେକ ସାଂସଦ ଭାରତୀୟ ପୋଷାକ ଧୋତି-କୁର୍ତ୍ତା ଏବଂ ଶାଢ଼ି…
ପୁରୀ: ପୁରୀ ଶ୍ରୀମନ୍ଦିରର ପବିତ୍ରତା ଓ ପରମ୍ପରାକୁ ନଷ୍ଟ କଲେ ସତ୍ୟବାଦୀ ବିଧାୟକ । ଏଭଳି ଅଭିଯୋଗ ଆଣି ଆଜି ସାମ୍ବାଦିକ ସମିଳନୀ କରି ବିଧାୟକଙ୍କ ଉପରେ ଜୋରଦାର ବାର୍ଷିଛି ପୁରୀ ଆମ ଆଦମୀ ପାର୍ଟି । ସୂଚନା ମୁତାବକ, ସୋସିଆଲ…
ନୂଆଦିଲ୍ଲୀ : ଦେଶରେ ଅଧିକାଂଶ ସ୍ଥାନରେ ପାଗରେ ପରିବର୍ତ୍ତନ ଘଟିଥିବା ଦେଖିବାକୁ ମିଳିଛି। ଦିଲ୍ଲୀରେ ବିଳମ୍ବିତ ରାତିରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ପକ୍ଷରୁ ଦିଲ୍ଲୀରେ ଅଧିକାଂଶ ସ୍ଥାନରେ ଝଡ-ତୋଫାନ ସହ ପ୍ରବଳ ବର୍ଷାର…