ପୁଣି ଜାମିନ୍ ଆବେଦନ କଲେ ଜଗନ୍ନାଥ ପ୍ରଧାନ
ଭୁବନେଶ୍ବର: ପୁଣି ଜାମିନ୍ ଆବେଦନ କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟରେ ଜାମିନ୍ ଆବେଦନ କଲେ । ଗତକାଲି SDJM କୋର୍ଟରେ ଜାମିନ୍ ଆବେଦନ ଖାରଜ ହୋଇଥିଲା । ସୋମବାର ବିଏମସିର ଅତିରିକ୍ତ କମିଶନରଙ୍କୁ…
ଭୁବନେଶ୍ବର: ପୁଣି ଜାମିନ୍ ଆବେଦନ କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟରେ ଜାମିନ୍ ଆବେଦନ କଲେ । ଗତକାଲି SDJM କୋର୍ଟରେ ଜାମିନ୍ ଆବେଦନ ଖାରଜ ହୋଇଥିଲା । ସୋମବାର ବିଏମସିର ଅତିରିକ୍ତ କମିଶନରଙ୍କୁ…
ଭୁବନେଶ୍ୱର : ମନମୋହନ ପୁଣି ରିପିଟ ହେବେ ନାଁ ନୂଆ ଚେହେରାଙ୍କୁ ଦାୟିତ୍ବ ? ଜୁଲାଇ ୮ ରେ ରାଜ୍ୟ ବିଜେପିକୁ ମିଳିବ ନୂଆ ମୁଖିଆ । ରାଜ୍ୟ ବିଜେପି ସଭାପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ୬ ତାରିଖରେ…
ପୁରୀ:ମଙ୍ଗଳାଘାଟ ଠାରେ ଆୟୋଜିତ ରାମଚରିତ ମାନସ ମନ୍ଦିର ଭୂମି ପୂଜନ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । ଏହି ଅବସରରେ ସେ କହିଛନ୍ତି ଯେ, ସଂସ୍କୃତି ଓ ସଂସ୍କାରଧର୍ମୀ କାର୍ଯ୍ୟ ଓ ଏହାର ବିକାଶ ପାଇଁ ରାଜ୍ୟ ସରକାର…
ହିମାଚଳ ପ୍ରଦେଶରେ ବାଦଲଫଟା ବର୍ଷା ସାଙ୍ଗକୁ ମୌସୁମୀ ବର୍ଷା ବିତ୍ପାତ ଜନସାଧାରଣଙ୍କୁ ନାକେଦମ କରିଛି। ଦୁଇ ସପ୍ତାହ ଧରି ରାଜ୍ୟରେ ସାଧାରଣ ଜୀବନଯାତ୍ରା ବହୁମାତ୍ରାରେ ପ୍ରଭାବିତ ହୋଇଛି। ପ୍ରବଳ ବର୍ଷା, ଭୂସ୍ଖଳନ ଯୋଗୁ ବର୍ତ୍ତମାନ ସୁଦ୍ଧା ୬୯ ଜଣଙ୍କ ମୃତ୍ୟୁ ଘଟିସାରିଛି।…
ଭୁବନେଶ୍ବର: ସୋମବାର ତେଲଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟିଥିଲା । ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ । ଏନେଇ…
ପୁରୀ : ପୁରୀ ରଥଯାତ୍ରା ଦଳାଚକଟା ସଂପର୍କିତ ଜନସାଧାରଣଙ୍କ ପାଖରେ ଯାହା ଭିଡିଓ କି ତଥ୍ୟ ଅଛି ତାକୁ ପ୍ରଦାନ କରନ୍ତୁ । ଅନେକ ଲୋକ ଶରଧାବାଲିରେ ଦଳାଚକଟା ସମୟରେ ଭିଡିଓ କରିଥିଲେ। ଯାହାକି ତଦନ୍ତରେ ସହଯୋଗ କରିବ ବୋଲି କହିଛନ୍ତି…
ପୁରୀ: ଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି ୱାଇ ବି ଖୁରାନିଆ। ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଉପସ୍ଥିତ ରହି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ନିରୀକ୍ଷଣ କରୁଛନ୍ତି। ପୋଲିସ ଡିଜିଙ୍କ ସହ ଅନ୍ୟାନ୍ୟ…
ବିହାରରେ ଭୋଟର ତାଲିକାକୁ ନେଇ ରାଜନୀତି ସରଗରମ ରହିଛି । ଗୋଟିଏ ପଟେ ବିରୋଧୀ ଦଳ ଏହି ପ୍ରଥାକୁ ଲଗାତାର ବିରୋଧ କରୁଛନ୍ତି । କାରଣ ଏହି ପ୍ରକ୍ରିୟା ମାଧ୍ୟମରେ ଅବହେଳିତ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟର ଭୋଟରମାନଙ୍କୁ ତାଲିକାରୁ ବାଦ ଦିଆଯାଉଛି…
ଭୁବନେଶ୍ବର: ମିଳିବ ଚିଟଫଣ୍ଡ ଟଙ୍କା । ସମସ୍ତ ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଦିଆଯିବ ବୋଲି ଆଜି ଆଶ୍ବସ୍ତି ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଛୋଟ ଜମାକାରୀ, ବଡ ଜମାକାରୀ କିଛି ନାହିଁ, ଯାହାଙ୍କ ପାଖରେ ଜମା କରିବାର…
ପୁରୀ : ପୁରୀରେ ପ୍ରସ୍ତାବିତ ଏୟାରପୋର୍ଟ ପାଇଁ ଜଙ୍ଗଲ ଜମି ବାଧା । ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମୋଦନ ସ୍ଥଗିତ । କେନ୍ଦ୍ର ପରିବେଶ ମନ୍ତ୍ରଣାଳୟର ଫରେଷ୍ଟ ଆଡଭାଇଜରୀ କମିଟି FAC ଅନୁମୋଦନକୁ ସ୍ଥଗିତ ରଖିଛି ।…