ୟୁକେରେ ବ୍ରିଟିଶ ପାଇଲଟଙ୍କୁ ଉଡ଼ାଣ ତାଲିମ ଦେବେ ଭାରତୀୟ ବାୟୁସେନାର ପ୍ରଶିକ୍ଷକ
ନୂଆଦିଲ୍ଲୀ: ଭାରତ-ୟୁକେ ପ୍ରତିରକ୍ଷା ସହଯୋଗ କ୍ଷେତ୍ରରେ ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ। ପ୍ରଥମ ଥର ପାଇଁ ଭାରତୀୟ ବାୟୁସେନାର ୩ ଜଣ ଯୋଗ୍ୟ ଉଡ଼ାଣ ପ୍ରଶିକ୍ଷକ (QFI) ୱେଲ୍ସସ୍ଥିତ ରୟାଲ୍ ଏୟାର ଫୋର୍ସର ଭ୍ୟାଲି ଘାଟିରେ ନିୟୋଜିତ ହୋଇଛନ୍ତି। ସେମାନେ…