ବିଏସ୍ଇ ଓ ସିଏଚ୍ଏସ୍ଇ ମିଶ୍ରଣକୁ ଅନୁମୋଦନ, ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ ପାଠ୍ୟପୁସ୍ତକ
ଭୁବନେଶ୍ୱର: ଏଣିକି ଓଡିଶାରେ ଚାଲିବ ଗୋଟିଏ ବୋର୍ଡ। ବିଏସ୍ଇ ଓ ସିଏଚ୍ଏସ୍ଇ ମିଶ୍ରଣକୁ ମିଳିଲାଅନୁମୋଦନ। ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡ ରଖାଯିବ। ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ…