ପାର୍ବଣ ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର, ନିଶା ଖାଇବା ପାଇଁ ଟଙ୍କା ନ ଦେବାରୁ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ଭୁବନେଶ୍ୱର : ପାର୍ବଣ ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର । ରାଜଧାନୀର ସହୀଦନଗର ଥାନା ତାରିଣୀ ବସ୍ତିରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଛନ୍ତି ଦୁର୍ବୃତ୍ତ । ନିଶା ଖାଇବାକୁ ମାଗିଲେ ଟଙ୍କା ନ ଦେବାରୁ ଏପରି ଆକ୍ରମଣ କରିଥିବା…