ଶୁଭମିତ୍ରା ଦୀପକଙ୍କଠାରୁ ଦାବି କରୁଥିଲେ ୨୦ ଲକ୍ଷ

ଭୁବନେଶ୍ୱର: କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ମାମଲା ନୂଆ ମୋଡ଼ ନେଇଛି। ସ୍ଵାମୀ ତଥା ଅଭିଯୁକ୍ତ ଦୀପକଙ୍କଠାରୁ ଶୁଭମିତ୍ରା ୨୦ ଲକ୍ଷ ଟଙ୍କା ଦାବି କରୁଥିବା ପୁଲିସକୁ ତଥ୍ୟ ହସ୍ତଗତ ହୋଇଛି। ଉଭୟଙ୍କ ହ୍ବାଟ୍ସଆପ ଚାଟ୍‌ରୁ ଏହି ତଥ୍ୟ ଜଣାପଡ଼ିବା କୁହାଯାଉଛି।…

କଟକ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ରଦ୍ଦ କରାଯାଇନାହିଁ , ପରୀକ୍ଷାଧୀନ -ମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରକଳ୍ପ ବର୍ତ୍ତମାନ ରାଜ୍ୟ ସରକାର ପରୀକ୍ଷାଧୀନ ରଖିଛନ୍ତି । କଟକ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ରଦ୍ଦ କରାଯାଇନାହିଁ । ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।…

ରାଜ୍ୟରେ ବିଗତ ୩ବର୍ଷରେ ଉଦ୍ଧାର ହେଲେଣି ୧୦୧ ଶିଶୁ ଶ୍ରମିକ

ଭୁବନେଶ୍ୱର: ରାଜ୍ୟରେ ବିଗତ ତିନି ବର୍ଷରେ ଉଦ୍ଧାର ହୋଇଛନ୍ତି ୧୦୧ ଶିଶୁ ଶ୍ରମିକ । ୨୦୨୨-୨୩ ରେ ୫ ଜଣ ଶିଶୁ ଉଦ୍ଧାର ହୋଇଥିବା ବେଳେ ୨୦୨୩-୨୪ରେ ୪୫ ଜଣ ଶିଶୁ ଉଦ୍ଧାର ହୋଇଛନ୍ତି । ସେହିପରି ୨୦୨୪-୨୫ରେ ୫୧ଜଣ ଶିଶୁ…

ଭିଜିଲାନ୍ସ ଜାଲରେ ମହାକାଳପଡା ତହସିଲଦାର

କେନ୍ଦ୍ରାପଡା: ମହାକାଳପଡା ତହସିଲଦାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ମହାକାଳପଡା ତହସିଲଦାର ଶିବ ପ୍ରସାଦ ମଲ୍ଲିକଙ୍କୁ ଭିଜିଲାନ୍ସ ବିଭାଗ ଧରିଛି। ସରକାରୀ ଜମି ଜବରଦଖଲ ଉଚ୍ଛେଦ ଅର୍ଡର ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ତହସିଲଦାରଙ୍କ ଘର ସମେତ ୪ଟି ସ୍ଥାନରେ…

ମୟୂରଭଞ୍ଜରେ ହେବ ଆୟୁର୍ବେଦିକ କଲେଜ, ଖର୍ଚ୍ଚ ହେବ ୮୫ କୋଟି ଟଙ୍କା

ଭୁବନେଶ୍ବର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ରେ ହେବ ନୂଆ ଆୟୁର୍ବେଦିକ କଲେଜ। ଖର୍ଚ୍ଚ ହେବ ୮୫ କୋଟି ଟଙ୍କା । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଜୟଦେବ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ଆୟୁର୍ବେଦ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ…

ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଅମଳିପାଲିଠାରେ ମୋଦିଙ୍କ ଗସ୍ତକୁ ନେଇ ଚାଲିଛି ପ୍ରସ୍ତୁତି

ଝାରସୁଗୁଡା: ଆସୁଛନ୍ତି ମୋଦି । ଦ୍ୱିତୀୟ ଥର ପାଇଁ ଝାରସୁଗୁଡାକୁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୭ରେ ଗଞ୍ଜାମରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଥିଲା । ଲଘୁଚାପ ପାଇଁ ଗଞ୍ଜାମରେ ହେବାକୁ ଥିବା କାର୍ଯ୍ୟକ୍ରମ ବାତିଲି କରି ଝାରସୁଗଡ଼ା ଅମଲିପାଲି…

ଅଢେଇ ଘଣ୍ଟା ଫସି ରହିଲା ଆମ୍ୱୁଲାନ୍ସ, ଚାଲିଗଲା ରୋଗୀର ଜୀବନ

ପାରାଦୀପ: ପାରାଦୀପରେ ଦୁଲୁକୁଛି ବିଶ୍ଵକର୍ମା ପୂଜା । ଏହି ପୂଜାକୁ ନେଇ ଉଠୁଛି ପଡ଼ୁଛି ସହର । ସୁନ୍ଦର ସାଜ ସଜ୍ଜା ସାଙ୍ଗକୁ ତୋରଣର ଝିଲ ମିଲ ଆଲୁଅରେ ଝଲସୁଛି ପାରାଦୀପ ସହର । ହେଲେ ଏହି ପୂଜାରେ ଲୋକେ ବୁଲି…

ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଶ୍ରୀମନ୍ଦିରର ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଶେଷ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ରତ୍ନାଳଙ୍କାର ସ୍ଥାନାନ୍ତରଣ ଶେଷ । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଏବଂ ପରିଚାଳନା କମିଟିର ପରାମର୍ଶ ଅନୁସାରେ ହୋଇଛି ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା । ସକାଳ ୧୦.୫୫ ରେ ବାହାର ରତ୍ନଭଣ୍ଡାର ତାଲା ଖୋଲିଥିଲା । ଏହା ପରେ…

ବକ୍ସର-ଟାଟା ସୁପରଫାଷ୍ଟ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

ଜାମତାରା : ଟ୍ରେନର ଏକ ବଗିରେ ହଠାତ୍ ଲାଗିଲା ନିଆଁ । ଅଳ୍ପକେ ବର୍ତିଲେ ଯାତ୍ରୀ । ଏଭଳି ଏକ ଘଟଣା ଘଟିଛି ଝାଡଖଣ୍ଡର ଜାମତାରା ଜିଲ୍ଲାରେ । ବକ୍ସର -ଟାଟା ସୁପରଫାଷ୍ଟ ନାମକ ଟ୍ରେନ ଆଜି ବଡ଼ ଦୁର୍ଘଟଣାରୁ ଟଳି…