ନନ୍ଦନକାନନକୁ ଆସିଲେ ୧୪ ପ୍ରଜାତିର ନୂଆ ଅତିଥି
ଭୁବନେଶ୍ବର: ନନ୍ଦନକାନନ ଆସିଲେ ନୂଆ ଜୀବଜନ୍ତୁ । ଗୁଜରାଟର ବନ୍ତାରାରୁ ଆସିଛନ୍ତି ନୂଆ ପ୍ରଜାତିର ଜୀବଜନ୍ତୁ। ନନ୍ଦନକାନନ ଆସିଲେ ନୂଆ ଅତିଥି। ନନ୍ଦନକାନନରେ ପହଞ୍ଚିଛନ୍ତି ୭ ପ୍ରଜାତିର ଜୀବଜନ୍ତୁ । ସେମାନଙ୍କ ମଧ୍ୟରେ କିଛି ନୂଆ ପ୍ରଜାତିର ଜନ୍ତୁ ରହିଛନ୍ତି ।…