୨୭ରେ ଗଞ୍ଜାମ ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍ରେ ଅନୁଧ୍ୟାନ କଲେ ଡିଜିପି
ଭୁବନେଶ୍ଵର : ଆସନ୍ତା ୨୭ ତାରିଖରେ ଗଞ୍ଜାମ ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରପ୍ ରେ ଜନ ସାଧାରଣଙ୍କୁ ଉଦବୋଧନ ଦେବେ। ଏ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି। ଆଜି ଏୟାରଷ୍ଟ୍ରିପ୍ କୁ ଯାଇ ଡିଜିପି ସମୀକ୍ଷା…