ଇରାନ ଉପରେ ଆକ୍ରମଣ କରିବା ପାଇଁ ପାକିସ୍ତାନର ବାୟୁକ୍ଷେତ୍ର ବ୍ୟବହାର କରିଥିଲା ଆମେରିକା

ଇସଲାମାବାଦ: ଇରାନର ପରମାଣୁ ପ୍ରତିଷ୍ଠାନ ଉପରେ ଆକ୍ରମଣକୁ ନେଇ ସବୁଠାରୁ ବଡ଼ ଖବର ସାମ୍ନାକୁ ଆସୁଛି। ଆମେରିକାର ବୋମାବର୍ଷୀ ବିମାନ ବି-୨ ଇରାନ ଉପରେ ଆକ୍ରମଣ କରିବା ପାଇଁ ଭାରତ ମହାସାଗରରେ ଥିବା ଡିଏଗୋ ଗ୍ରାସିଆ ଦ୍ବୀପରୁ ବାହାରି ପାକିସ୍ତାନର ବାୟୁକ୍ଷେତ୍ର…

୧ରୁ ସବୁ ପୁରୁଣା ଗାଡ଼ିକୁ ଇନ୍ଧନ ମନା

ନୂଆଦିଲ୍ଲୀ: ଦିଲ୍ଲୀରେ ଚଳାଚଳ କରୁଥିବା ସମସ୍ତ ପୁରୁଣା ଗାଡିଗୁଡିକୁ ଜୁଲାଇ ୧ରୁ ଇନ୍ଧନ ଭରିବାକୁ ସୁଯୋଗ ଦିଆଯିବ ନାହିଁ। ଜୀବନ ଅବଧି ଶେଷ (ଇଓଏଲ୍‌) ହୋଇଥିବା ଗାଡି, ଅର୍ଥାତ୍‌ ୧୦ବର୍ଷରୁ ଅଧିକ ପୁରୁଣା ଡିଜେଲ ଗାଡି ଓ ୧୫ବର୍ଷରୁ ଅଧିକ ପୁରୁଣା…

ଇରାନରୁ ଫେରିଲେଣି ୧୧୧୭ ଭାରତୀୟ

ନୂଆଦିଲ୍ଲୀ : ଅପରସେନ ସିନ୍ଧୁ ଅନୁଯାୟୀ ଇରାନରୁ ୪ଟି ପର୍ଯ୍ୟାୟରେ ମୋଟ ୧୧୧୭ ଭାରତୀୟ ନାଗରିକ ଓ ଛାତ୍ରଛାତ୍ରୀଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି। ଶୁକ୍ରବାର ରାତି ୧୧ଟା ୩୨ ମିନିଟରେ ପ୍ରଥମ ଦଫାରେ ୨୯୦ ଛାତ୍ରଛାତ୍ରୀ ନୂଆଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଛନ୍ତି।…

ପହଲଗାଓଁ ଆକ୍ରମଣ ମାମଲାରେ ଏନଆଇଏକୁ ବଡ଼ ସଫଳତା, ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ଅଭିଯୋଗରେ ୨ ଗିରଫ

ଜମ୍ମୁ : ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ)କୁ ରବିବାର ବଡ଼ ସଫଳତା ମିଳିଛି। ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟାଇଥିବା ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ଅଭିଯୋଗରେ ଦୁଇଜଣଙ୍କୁ ଗିରଫ କରିଛି ସଂସ୍ଥା। ଜମ୍ମୁ-କାଶ୍ମୀର ଅନନ୍ତନାଗର ପହଲଗାମରେ ଆତଙ୍କବାଦୀମାନେ ଏପ୍ରିଲ ୨୨ରେ ଏକ ଭୟଙ୍କର ଆକ୍ରମଣ…

ତୁରନ୍ତ ଉତ୍ତେଜନା ହ୍ରାସ ପାଇଁ ଆହ୍ୱାନ ଦେଲେ ମୋଦି

ନୂଆଦିଲ୍ଲୀ: ଆମେରିକାର ତେହେରାନ ଉପରେ ଆକ୍ରମଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇରାନ ରାଷ୍ଟ୍ରପତିଙ୍କୁ ଫୋନ୍ କରିଛନ୍ତି। ପରିସ୍ଥିତିକୁ ତୁରନ୍ତ ହ୍ରାସ କରିବା, ଆଲୋଚନା ଏବଂ କୂଟନୀତିକୁ ଆଗକୁ ବଢାଇବା ଏବଂ ଆଞ୍ଚଳିକ ଶାନ୍ତି, ସୁରକ୍ଷା ଏବଂ ସ୍ଥିରତାର ଶୀଘ୍ର ପୁନଃସ୍ଥାପନ…

ଭାରତଠାରୁ ଶିଖିଲି, ଇରାନ ଉପରେ ପ୍ରୟୋଗ କଲି !

ଇସଲାମାବାଦ: ‘ଅପରେସନ୍ ସିନ୍ଦୂର’ ମାଧ୍ୟମରେ ଭାରତ ଯେପରି ପାକିସ୍ତାନକୁ ଚକିତ କରିଥିଲା, ସେହିପରି ଆମେରିକା ଏବେ ସମାନ ଢଙ୍ଗରେ ଇରାନରେ ବିନାଶ ଘଟାଇଛି। ଆମେରିକାର ବି-୨ ବୋମାବର୍ଷୀ ବିମାନ ଇରାନର ଗୁପ୍ତ ପରମାଣୁ ସ୍ଥାନଗୁଡ଼ିକ ଉପରେ ବୋମା ପକାଇ ଫେରିଆସିଛି। ସବୁଠାରୁ…

ଆମେରିକା ଆକ୍ରମଣ ପରେ କ୍ରୋଧିତ ଇରାନ, ଇସ୍ରାଏଲ ଉପରେ ୩୦ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ କଲା

ଜେରୁଜେଲମ: ରବିବାର ସକାଳେ ଯାହା ଭୟ ଥିଲା ତାହା ଘଟିଛି। ଆମେରିକା ରବିବାର ଭାରତୀୟ ସମୟ ଭୋର୍ ସାଢ଼େ ୪ଟାରେ ଇରାନର ତିନୋଟି ପରମାଣୁ ସ୍ଥାନ ଉପରେ ଆକ୍ରମଣ କରିଛି। ଏହା ପରେ ଇରାନ ମଧ୍ୟ ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼…

ଇରାନ-ଇସ୍ରାଏଲ ଯୁଦ୍ଧରେ ଆମେରିକାର ପ୍ରବେଶ: ତିନୋଟି ପରମାଣୁ ସ୍ଥାନ ଉପରେ ବିମାନ ଆକ୍ରମଣ

ୱାଶିଂଟନ: ଆମେରିକା ଏବେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧରେ ସାମିଲ ହୋଇଛି। ଆମେରିକା ଇରାନର ତିନୋଟି ପରମାଣୁ ସ୍ଥାନ ଫୋର୍ଡୋ, ନାଟାଞ୍ଜ ଏବଂ ଇସଫାହାନ ଉପରେ ବିମାନ ଆକ୍ରମଣ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସୋସିଆଲ ମିଡିଆରେ…

ଆମ ସରକାର ଗଠନ ହେଉ, ମହିଳାଙ୍କୁ ମାସିକ ୩ ହଜାର ଟଙ୍କା ଦେବୁ: ଅଖିଳେଶ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଏବେ ବି ସମୟ ଅଛି, କିନ୍ତୁ ରାଜନୈତିକ ଦଳଗୁଡ଼ିକ ନିଜ ନିଜ ଚାଲ ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏକ…

ବାଲୁକା କଳାରେ ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ଅର୍ନ୍ତଜାତୀୟ ବିଶ୍ଵ ଯୋଗ ଦିବସ। ପ୍ରତ୍ୟେକ ବ୍ୟକ୍ତି ଦିନକୁ ଦୁଇ ଘଣ୍ଟା ଯୋଗ ଓ ପ୍ରାଣାୟାମ କଲେ ସୁସ୍ଥ ଓ ସାତଜ ଜୀବନ ଯାପନ କରିହେବ ବୋଲି ଯୋଗ ପ୍ରଶିକ୍ଷକମାନେ ମତ ଦିଅନ୍ତି। ସୁସ୍ଥ ଜୀବନ ଅତିବାହିତ କରିବାରେ…