ରାହୁଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାହୁଲ ଗାନ୍ଧୀ ଗୁରୁବାର ୫୫ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ସାରା ଦେଶର କଂଗ୍ରେସ…
