ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣା: ସରକାରଙ୍କୁ କଠୋର ପଦକ୍ଷେପ ଗ୍ରହଣ କରିବାକୁ କହିଲେ ନବୀନ

ଭୁବନେଶ୍ୱର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କହିଛନ୍ତି, ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଖବର ଅତ୍ୟନ୍ତ…

ଟ୍ରମ୍ପ-ମାକ୍ରୋନ କଥା କଟାକଟି

ଓ୍ବାସିଂଟନ : ପୁଣି ଜଣେ ରାଷ୍ଟ୍ରମୁଖ୍ୟଙ୍କ ସହ ବିବାଦ ସୃଷ୍ଟି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ପୂର୍ବରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲଦୋମିର ଜେଲେନସ୍କି ଓ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାପୋସାଙ୍କ ବିବାଦ ସୃଷ୍ଟି କରିଥିବା ଟ୍ରମ୍ପ ଏବେ…

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲା: ବନ୍ଧା ହେଲେ ୧୦ ଅଭିଯୁକ୍ତ

ବ୍ରହ୍ମପୁର: ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲାରେ ପୁଲିସ ୧୦ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ରହିଛି। ଅଭିଯୋଗ ଆଧାରରେ ଗତକାଲି ୭ଜଣଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରିଥିଲା। ଆଜି ଫେରାର ଅନ୍ୟ ତିନିଜଣଙ୍କୁ ଧରିଛି। ସମସ୍ତ ଗିରଫ ୧୦ ଅଭିଯୁକ୍ତଙ୍କୁ…

ଦ୍ବନ୍ଦ୍ବ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ, ଆସନ୍ତା ୨୦ରେ ଖୋଲିବ ସମସ୍ତ ସ୍କୁଲ୍

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ସମସ୍ତ ସ୍କୁଲ୍ ଖୋଲିବ । ସ୍କୁଲ୍‌ ଖୋଲିବା ନେଇ ଦ୍ବନ୍ଦ୍ବ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ । ସରକାରୀ, ବେସରକାରୀ ସମସ୍ତ ସ୍କୁଲ୍ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି…

କଟକରେ ଝାଡ଼ାବାନ୍ତି ଆତଙ୍କ: ୬୪ ଆକ୍ରାନ୍ତ

କଟକ: ଜିଲ୍ଲାରୁ ଜିଲ୍ଲାକୁ ବ୍ୟାପୁଛି ଝାଡାବାନ୍ତି। କଟକରେ ମଧ୍ୟ ଚିନ୍ତା ବଢାଇଛି ଝାଡାବାନ୍ତି। ପ୍ରାୟ ୬୪ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ସିଟି ହସ୍ପିଟାଲରେ ସ୍ୱାସ୍ଥ୍ୟ ବିଭାଗ ଟିମ୍‌ ସମୀକ୍ଷା କରିଛି। ସିଡିଏମଓଙ୍କ ସହ ବରିଷ୍ଠ ଅଧିକାରୀ ଅନୁଧ୍ୟାନ କରିଛନ୍ତି।…

ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ, ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ି ହେବ ଏହି ସେବା

ଭୁବନେଶ୍ୱର : ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ । ଅନଲାଇନରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ । ଏନେଇ ସୂଚନା ଜାରି କରିଛନ୍ତି ପରିବହନମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ସୂଚନା । ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି…

ଅହମଦାବାଦ ବିମାନ ଦୁର୍ଘଟଣା: ଦୁର୍ଘଟଣାସ୍ଥଳରୁ ମିଳିଲା ସୁନା

ଗାନ୍ଧୀନଗର: ଗୁରୁବାର ଅହମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମଲାଇନର୍ ବିମାନ (ଉଡ଼ାଣ ନମ୍ବର ଏଆଇ ୧୭୧) ଦୁର୍ଘଟଣାଗ୍ରସ୍ତ ହୋଇଥିିଲା। ବିମାନରେ ମୋଟ ୨୪୨ଜଣ ଥିବା ବେଳେ ମାତ୍ର ଜଣେ ହିଁ ବଞ୍ଚିପାରିଥିଲେ। ଏହି ଦୁର୍ଘଟଣା ସାରା ଦେଶକୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ; ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତ କରିବେ। ଏହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ପାଇଁ ମଙ୍ଗଳବାର ଭୁବନେଶ୍ୱରରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ସୂଚନା ଅନୁସାରେ, ସ୍ୱତନ୍ତ୍ର ସୁରକ୍ଷା ଗ୍ରୁପ…

ଡାଇରିଆ ଆତଙ୍କ: ଯାଜପୁରରେ ପହଞ୍ଚିଲା କେନ୍ଦ୍ରୀୟ ଟିମ, ଧର୍ମଶାଳାରେ ବିଭିନ୍ନ ଦୋକାନରେ ଝୁଲିଲା ତାଲା

ଯାଜପୁର: ଯାଜପୁରରେ ପୁଣି ପହଞ୍ଚିଲା କେନ୍ଦ୍ରୀୟ ଟିମ୍ । ଡାଇରିଆ ଆତଙ୍କ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପ୍ରତିନିଧି ଦଳ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଏହା ପରେ ବିଭିନ୍ନ ବ୍ଲକ ଗସ୍ତ କରିବ ୧୦ ଜଣିଆ କେନ୍ଦ୍ରୀୟ ଟିମ୍…

ଆମେରିକାରେ ଅସୀମ ମୁନିରଙ୍କୁ ପ୍ରବଳ ବିରୋଧ

ଓ୍ବାସିଂଟନ : ଆମେରିକା ଯାଇଥିବା ପାକିସ୍ତାନର ସେନା ମୁଖ୍ୟ ଫିଲଡ୍ ମାର୍ସାଲ ଅସୀମ ମୁନିରଙ୍କୁ ପ୍ରବଳ ବିରୋଧର ସମ୍ମୁଖୀନ ହେବାକୁ ପଡିଛି। ମୁନିରଙ୍କୁ ‘ପାକିସ୍ତାନୀଙ୍କ ହତ୍ୟାକାରୀ’, ‘ଇସଲାମାବାଦର ହତ୍ୟାକାରୀ’, ‘ଗଣହତ୍ୟାକାରୀ’ ବୋଲି ବିକ୍ଷୋକ୍ଷକାରୀମାନେ ସ୍ଲୋଗାନ ଦେଇଥିଲେ । ମୁନିରଙ୍କ ବିରୋଧରେ ପ୍ରତିବାଦର…