ଇରାନ-ଇସ୍ରାଏଲ ଉତ୍ତେଜନା ଭିତରେ ଜି-୭ ବୈଠକ ଛାଡ଼ିଲେ ଟ୍ରମ୍ପ୍

ନୂଆଦିଲ୍ଲୀ: ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହଠାତ୍ ଜି-୭ ସମ୍ମିଳନୀକୁ ଅଧା ବାଟରେ ଛାଡିବାକୁ ଘୋଷଣା କରିଛନ୍ତି। ସେ ଏହି ଶିଖର ସମ୍ମିଳନୀର ଗୋଟିଏ ଦିନ ପୂର୍ବରୁ କାନାଡା ଛାଡି ୱାଶିଂଟନ୍ ଫେରିଆସିଛନ୍ତି। ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ତୀବ୍ର…

କଟକ ଷ୍ଟେସନ୍‌ ବଜାରର ବିଭିନ୍ନ ହୋଟେଲ୍‌ରେ ଚଢ଼ାଉ, ୨ଟି ହୋଟେଲ୍‌ ସିଲ୍‌

କଟକ: ଯାଜପୁରରେ ଝାଡାବାନ୍ତି ସ୍ଥିତି ସାଂଘାତିକ ହେବାରେ ଲାଗିଛି। କେବେଳ ଯାଜପୁର ନୁହେଁ ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲାଣି ଝାଡ଼ବାନ୍ତି। ଏହାକୁ ଦୃଷ୍ଟିରେ ରଖି କଟକରେ ଆକ୍ସନ ମୋଡରେ ସ୍ୱାସ୍ଥ୍ୟ ବିଭାଗ। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି…

ବଙ୍ଗୋପସାଗରରେ ଡବଲ ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା

ବଙ୍ଗୋପସାଗରରେ ଡବଲ ଲଘୁଚାପ, ପ୍ରବଳ ବର୍ଷିବ । ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ଏହା ସହ ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି । ବାଲେଶ୍ବର…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୋମବାର ଦିନ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ମାକାରିଓସ୍ III’ ପ୍ରଦାନ କରାଯାଇଛି। ସାଇପ୍ରସର ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡ୍ସ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରିଛନ୍ତି। ପୁରସ୍କାର ଗ୍ରହଣ…

ହଇଜା ବ୍ୟାପିବା ପରେ ରାଜଧାନୀର ହୋଟେଲ-ଫାଷ୍ଟଫୁଡ୍ ଦୋକାନରେ ଚଢ଼ଉ

ଭୁବନେଶ୍ୱର: ରାଜଧାନୀକୁ ହଇଜା ଭୟ। ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ଆକ୍ସନ ମୋଡରେ ବିଏମସି। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ…

୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ଵର: ୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଭୁବନେଶ୍ୱର ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ ପୂରଣ ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ…

ଏସସିବିରେ ଜଣେ ହଇଜା ରୋଗୀଙ୍କ ମୃତ୍ୟୁ

କଟକ: କଟକ ଏସସିବି ମେଡିକାଲରେ ଜଣେ ହଇଜା ରୋଗୀଙ୍କର ସୋମବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଯାଜପୁର ଜିଲାର ସୁକିନ୍ଦା ଅନ୍ତର୍ଗତ ହାତୀବାରିର ବସନ୍ତ ବାରିକ। କିଛି ଦିନ ତଳେ ବସନ୍ତ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ଅବସ୍ଥା ଗୁରୁତର…

ଅଦିନିଆ ରଥଯାତ୍ରା କଲେ ଆଇନଗତ ପଦକ୍ଷେପ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଅଦିନିଆ ରଥଯାତ୍ରା କଲେ ହେବ ଆଇନଗତ ପଦକ୍ଷେପ | ଏମିତି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ | ଶ୍ରୀ ମନ୍ଦିର ପ୍ରଶାସନ ସଂଗେ ଆଲୋଚନା ହୋଇଛି | ଗଜପତି ମହାରାଜା ପତ୍ର ଲେଖି ସାରିଛନ୍ତି | ନୂଆପଡାରେ…

ବିମାନ ଦୁର୍ଘଟଣା: ମିଳିଲା ଆଉ ଏକ ବ୍ଲାକ୍ ବକ୍ସ

ଅହମଦାବାଦ: ବିମାନ ଦୁର୍ଘଟଣାର ପ୍ରକୃତ କାରଣ କଣ ? କେଉଁ ପରିସ୍ଥିତିରେ ମାଟିରୁ ଉଠୁ ଉଠୁ ଘଟିଗଲା ଏମିତି ଦୁର୍ଘଟଣା ? ତାର କାରଣ ଖୋଜା ଚାଲିଥିବା ବେଳେ ଏତି ମଧ୍ଯରେ ମିଳିଲା ଦୁର୍ଘଟଣାଗ୍ରସ୍ତ ବିମାନର ଦ୍ବିତୀୟ ବ୍ଲାକବକ୍ସ । ଅହମ୍ମଦାବାଦ…

ରାଜ୍ୟରେ କଲେରା ସ୍ଥିତିକୁ ଏଣ୍ଡେମିକ କହିଲେ କେନ୍ଦ୍ରୀୟ ଟିମ୍‌

ଯାଜପୁର: ଗତ କିଛି ଦିନ ହେଲା ଯାଜପୁର ଜିଲ୍ଲାରେ ହଇଜା ବ୍ୟାପିଚାଲିଛି। ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି।…