ବିଧାନସଭା ନିର୍ବାଚନ ପୂର୍ବରୁ ବିଏସପିରୁ ଭଣଜା ଆକାଶ ଆନନ୍ଦକୁ ବହିଷ୍କୃତ କଲେ ମାୟାବତୀ
ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତିରେ ହଲଚଲ । ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ବିଏସପି ସୁପ୍ରିମୋ ମାୟାବତୀ ବଡ଼ ନିଷ୍ପତ୍ତି ନେଇଛନ୍ତି । ଦଳର ଜାତୀୟ ସଂଯୋଜକ ତଥା ତାଙ୍କ ନିଜ ଭଣଜା ଆକାଶ ଆନନ୍ଦଙ୍କୁ…