ଯାଜପୁରରେ ହୋଟେଲ, ରେଷ୍ଟୁରାଣ୍ଟ ଉପରେ ଚଢ଼ାଉ: ସିଲ୍ ହେଲା
ଯାଜପୁର,୧୪।୬: ଯାଜପୁର ରୋଡ଼ରେ ଜିଲା ପ୍ରଶାସନ ନିର୍ଦ୍ଦେଶରେ ଖାଦ୍ୟ ନିରାପତ୍ତା ବିଭାଗ ଓ ବ୍ୟାସନଗର ତହସିଲ ପ୍ରଶାସନ ପୌର ପ୍ରଶାସନର ଏକ ଟିମ୍ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟ ଉପରେ ଚଢ଼ାଉକରି ବାସୀ ଓ ଦୂଷିତ ଖାଦ୍ୟ ପଦାର୍ଥର ନମୁନା ସଂଗ୍ରହ…
