‘ଧୃତରାଷ୍ଟ୍ର’ କିଏ ? ଅଯୋଗ୍ୟ ରାଜା କହି କାହାକୁ ନିଶାନ କଲେ ଶ୍ରୀମୟୀ…
ଭୁବନେଶ୍ୱର: ସୋସିଆଲ୍ ମିଡିଆରେ ‘ଧୃତରାଷ୍ଟ୍ର’ଙ୍କ ଉଦାହରଣ ଦେଇ ଶ୍ରୀମୟୀଙ୍କ ନିଶାନା। କୌଣସି ବ୍ୟକ୍ତିଙ୍କ ନାଁ ନନେଇ ପରୋକ୍ଷରେ କଡ଼ା ଆକ୍ଷେପ କଲେ ଶ୍ରୀମୟୀ। ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କ ଅନ୍ଧ ଧୃତରାଷ୍ଟ୍ର ନିଶାନାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଦୀର୍ଘଦିନର…