ଇସ୍ରାଏଲ-ଇରାନ ଉତ୍ତେଜନା ନେଇ ଭାରତର ଉଦ୍ବେଗ, ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି କଲେ ସରକାର
ନୂଆଦିଲ୍ଲୀ : ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆରମ୍ଭ ହୋଇଥିବା ଉତ୍ତେଜନାକୁ ନେଇ ଭାରତ ଉଦବେଗ ପ୍ରକାଶ କରିଛି। ହିଂସା ପଥ ଛାଡ଼ି କୂଟନୈତିକ ସ୍ତରରେ ଆଲୋଚନା ଜରିଆରେ ଦୁଇ ଦେଶ ପରସ୍ପର ମଧ୍ୟରେ ଥିବା ବିବାଦକୁ ସମାଧାନ କରିବା ଲାଗି…
