ରାଜନଗରରେ ମାତିଛନ୍ତି ଲୁଟେରା, ଗ୍ୟାଙ୍ଗକୁ କେବେ ଧରିବ ପୋଲିସ ?

ରାଜନଗର: ରାଜନଗରରେ ମାତିଛନ୍ତି ଲୁଟେରା ଗ୍ୟାଙ୍ଗ । ପୁଲିସ ଆଖିରେ ଆଙ୍ଗୁଳି ଗେଞ୍ଜି ବୁଲାଉଛନ୍ତି କଳାକନା । ଜୁଲାଇ ମାସ ୪ ତାରିଖ ରାତି ପ୍ରାୟ ୨ ଟା । ବ୍ରାହ୍ମଣସାହି ଇସ୍କନ ମନ୍ଦିର ଭିତରେ ଦୁର୍ବୁତ୍ତ ମାନେ ପଶି ଭକ୍ତମାନଙ୍କୁ…

୩୮ ଲକ୍ଷ ଟଙ୍କାର ହେରୋଇନ୍ ଜବତ, ଅଭିଯୁକ୍ତକୁ କାବୁ କଲା ପୁଲିସ

କଟକ : ୩୮ ଲକ୍ଷ୍ ୫୦ ହଜାର ଟଙ୍କାର ହେରୋଇନ୍ ଜବତ୍ । ଜାତୀୟ ରାଜପଥ ୧୬, ମଙ୍ଗୁଳି ଛକ ନିକଟରେ ଧରିଲା ରାଜ୍ୟ ଅବକାରୀ ଫ୍ଲାଇଙ୍ଗ ସ୍ୱାଡ । ୩୮୫ ଗ୍ରାମ ହେରୋଇନ୍ ଜବତ୍ । ନିଶା ଦ୍ରବ୍ୟ ସହ…

ଦିଲ୍ଲୀ ଗସ୍ତ କରିବେ ଦୁଇ ମୁଖିଆ

ଭୁବନେଶ୍ଵର : ଦିଲ୍ଲୀ ଗସ୍ତରେ ଦୁଇ ମୁଖିଆ। ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଶନିବାର ବିଳମ୍ବିତ ରାତିରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଥିବାବେଳେ…

ତିହାର ଜେଲରେ ସାଂସଦ ରସିଦଙ୍କୁ କିନ୍ନର କଏଦୀଙ୍କ ଆକ୍ରମଣ

ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀରର ବାରାମୁଲ୍ଲାର ଲୋକସଭା ସାଂସଦ ଇଞ୍ଜିନିୟର ରସିଦଙ୍କୁ ଦିଲ୍ଲୀର ତିହାର ଜେଲରେ କିନ୍ନର କଏଦୀମାନେ ଆକ୍ରମଣ କରିଛନ୍ତି । ସୂତ୍ର ଅନୁଯାୟୀ, ପ୍ରାୟ ଏକ ସପ୍ତାହ ପୂର୍ବରୁ ଏହି ଘଟଣା ଘଟିଥିଲା ​​ଯେତେବେଳେ ରସିଦ ଏବଂ ଟ୍ରାନ୍ସଜେଣ୍ଡର…

ଟ୍ରମ୍ପଙ୍କ ବୟାନ ଉପରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା; କହିଲେ…. ‘ସବୁବେଳେ ବନ୍ଧୁ ରହିବି’

ନୂଆଦିଲ୍ଲୀ: ଡୋନାଲ୍ଡ ଟ୍ରମ୍ପଙ୍କ ବନ୍ଧୁତା ବୟାନ ପରେ ଏବେ ଏହାକୁ ନେଇ ନିଜର ମତ ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, “ଆମେ ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାବନା ଏବଂ ଆମ ସମ୍ପର୍କର ସକାରାତ୍ମକ ମୂଲ୍ୟାଙ୍କନକୁ ହୃଦୟର ସହିତ ପ୍ରଶଂସା…

ବିବାଦ ଭିତରେ ନରମିଲା ଟ୍ରମ୍ପଙ୍କ ସ୍ୱର, ତୁଟିବ କି ଭାରତ-ଆମେରିକା ବିବାଦ?

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱର ବଦଳିଛି। ଭାରତ ଉପରେ ଟାରିଫ ଲଗାଇବା ପରେ ସେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିଜର ବନ୍ଧୁ ବୋଲି କହୁଛନ୍ତି। ସେ ଭାରତ-ଆମେରିକା ସମ୍ପର୍କର ପ୍ରଶଂସା ମଧ୍ୟ କରୁଛନ୍ତି। ଏହାର ଜବାବରେ ମୋଦୀ…

ଏଥର UNGAରେ ଯୋଗ ଦେବେନି ମୋଦୀ, ଭାରତକୁ ପ୍ରତିନିଧିତ୍ୱ କରିବେ ବିଦେଶ ମନ୍ତ୍ରୀ ଏସ. ଜୟଶଙ୍କର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥର ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର ୮୦ ତମ ଅଧିବେଶନର ଉଚ୍ଚସ୍ତରୀୟ ସାଧାରଣ ବିତର୍କରେ ଯୋଗଦେବେ ନାହିଁ। ଶୁକ୍ରବାର ପ୍ରକାଶିତ ସଂଶୋଧିତ ଅସ୍ଥାୟୀ ତାଲିକା ଅନୁଯାୟୀ, ବିଦେଶ ମନ୍ତ୍ରୀ ଏସ. ଜୟଶଙ୍କର ଭାରତ ପକ୍ଷରୁ…

ମୁମ୍ବାଇରେ ଆତଙ୍କୀ ଆକ୍ରମଣ ବିଫଳ, ୪ କ୍ବିଣ୍ଟାଲ ଆରଡିଏକ୍ସ ସହ ଅଭିଯୁକ୍ତ ଗିରଫ

ମୁମ୍ବାଇ: ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଧମକ ଘଟଣା । ଗଣେଶ ଚତୁର୍ଥୀରେ ମୁମ୍ବାଇରେ ବୋମା ବିସ୍ଫୋରଣ ଧମକ ଦେଇଥିବା ଅଭିଯୁକ୍ତକୁ ନୋଏଡା ପୋଲିସ ଗିରଫ କରିଛି । ଅଭିଯୁକ୍ତ ହେଉଛି ୫୧ ବର୍ଷୀୟ ଅଶ୍ୱିନୀ କୁମାର । ସେ ବିହାର…

ଚାରଧାମ ଯାତ୍ରାର ରେଜିଷ୍ଟ୍ରେସନ୍ ଆରମ୍ଭ, ଜାଣନ୍ତୁ କିପରି କରିବେ ପଞ୍ଜୀକରଣ

ଉତ୍ତରାଖଣ୍ଡ : ପାଗରେ ସୁଧାର ଆସିବା ପରେ ଉତ୍ତରାଖଣ୍ଡ ସରକାର ପୁଣି ଚାରଧାମ ଯାତ୍ରାର ରେଜିଷ୍ଟ୍ରେସନ୍ ଆରମ୍ଭ କରିଛନ୍ତି । ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହୋଇଥିବା ଅନଲାଇନ ଏବଂ ଅଫଲାଇନ ପ୍ରକ୍ରିୟା ପୁଣି ଥରେ ଉପଲବ୍ଧ ହୋଇଛି । ଚାମୋଲି,…

ଲାଲକିଲ୍ଲା ପରିସରରୁ ସୁନା, ହୀରା ଖଚିତ ୧ କୋଟିରୁ ଊର୍ଦ୍ଧ୍ବ ଟଙ୍କାର କଳସ ଚୋରି

ନୂଆଦିଲ୍ଲୀ : ଲାଲକିଲ୍ଲା ପରିସରରୁ ଏକ କୋଟି ଟଙ୍କାର କଳସ ଚୋରି ହୋଇଛି । ଲାଲକିଲ୍ଲା ପରିସରରେ ଏକ ଧାର୍ମିକ ଅନୁଷ୍ଠାନ ଚାଲିଥିବା ବେଳେ ସମସ୍ତେ ବ୍ୟସ୍ତ ଥିବା ବେଳେ ଏହି କଳସ ଚୋରି ହୋଇଥିବା ଜଣାପଡିଛି । ପୋଲିସ ଏହି…