ରେଳବାଇରେ ତତ୍କାଳ ଟିକେଟ୍ ବୁକିଂ ପାଇଁ ଆସିଲା ନୂଆ ନିୟମ, ଜୁଲାଇ ୧ରୁ ଆଧାର ପ୍ରାମାଣିକରଣ ବାଧ୍ୟତାମୂଳକ

ଭୁବନେଶ୍ୱର : ରେଳବାଇରେ ତତ୍କାଳ ଟିକେଟ୍ ବୁକିଂ ପାଇଁ ଆସିଲା ନୂଆ ନିୟମ। ଜୁଲାଇ ୧ ତାରିଖରୁ ତତ୍କାଳ ଟିକେଟ୍ ବୁକିଂ ପାଇଁ IRCTC ଓ୍ଵେବସାଇଟ୍ କିମ୍ବା ଆପ୍ ମାଧ୍ୟମରେ ଆଧାର ପ୍ରାମାଣିକରଣ ବାଧ୍ୟତାମୂଳକ କରାଯାଇଛି। ୧୫ ଜୁଲାଇରୁ ଆଧାର-ଲିଙ୍କ୍ ହୋଇଥିବା…

ବିମାନ ଦୁର୍ଘଟଣାରେ ୧୭୦ ମୃତ, ଆହୁରି ବଢ଼ିପାରେ ମୃତ୍ୟୁସଂଖ୍ୟା

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ୧୭୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ସ୍ପଷ୍ଟ କରିଛି। ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ମୃତହେଦକୁ ଅଧାରକରି ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅପରାହ୍ନ ସାଢ଼େ ୪ଟା…

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ +୩ କଟ୍‌ଅଫ୍‌ ମାର୍କ, ସବୁ ବିଭାଗରେ ରେଭେନ୍ସା ଆଗରେ

ପ୍ରକାଶ ପାଇଲା +୩ ପ୍ରଥମ କଟ୍ ଅଫ ଲିଷ୍ଟ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରଥମ କଟ୍ ଅଫ୍ ତାଲିକା ପ୍ରକାଶ ପାଇଛି । ବିଜ୍ଞାନ, ବାଣିଜ୍ୟ, କଳାରେ ରେଭେନ୍ସାରେ ଯାଇଛି ସର୍ବାଧିକ କଟ୍ ଅଫ୍ । ରାଜ୍ୟର ଅନ୍ୟ କଲେଜ…

ବିମାନ ଦୁର୍ଘଟଣା : ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ : ଅହମ୍ମଦାବାଦରେ ଗୁରୁବାର ହୋଇଥିବା ମର୍ମନ୍ତୁଦ ବିମାନ ଦୁର୍ଘଟଣା ସମସ୍ତ ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଦୁର୍ଘଟଣାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିରୋଧୀ ଦଳ ନେତା ରାହୁଲ ଗାନ୍ଧି…

ବନ୍ଧୁକ ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ୭ ଲକ୍ଷରୁ ଅଧିକ ଟଙ୍କା

ଭଦ୍ରକ: ବନ୍ଧୁକ ମୁନରେ ବ୍ୟାଙ୍କରେ ସଶସ୍ତ୍ର ଡକାୟତି ହୋଇଛି । ଭଦ୍ରକ ଜିଲ୍ଲା ତିହିଡ଼ି ବଜାର ସ୍ଥିତ ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ୍‌ରେ ଲୁଟ୍‌ ହୋଇଥିବା ସୂଚନା ରହିଛି । ଆଜି ବ୍ୟାଙ୍କ କାମ ଚାଲିଥିବା ବେଳେ, ହଠାତ୍ ୪ ଜଣ…

ଡକାୟତଙ୍କ ଆକ୍ରମଣରେ ଘରମାଲିକ ସମେତ ଦୁଇ ଆହତ, ଡକାୟତକୁ ଧରିଲେ ଘର ମାଲିକ

ସୋରୋ : ଗତ ୨୦ ଦିନ ତଳେ ଡକାୟତମାନେ ଦୁଇ ଜଣଙ୍କୁ ଗୁଳି କରି ଲୁଟ ଘଟଣା ମନରୁ ନଲିଭିଣୁ ପୁଣି ଗତ ରାତିରେ ଡକାୟତଙ୍କ ଭୂଜାଲି ଆକ୍ରମଣରେ ଘରମlଳିକ ସମେତ ଦୁଇ ଆହତ ହୋଇ ଗୁରୁତର ହୋଇଛନ୍ତି l ଘର…

ଭୟଙ୍କର ବିମାନ ଦୁର୍ଘଟଣା ପରେ ଘଟଣାସ୍ଥଳକୁ ଯିବାକୁ ଶାହଙ୍କୁ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ

ଅହମ୍ମଦାବାଦ: ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ଘଟଣା । ଭୟଙ୍କର ଦୁର୍ଘଟଣା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ । ଦୁହିଁଙ୍କୁ ଘଟଣାସ୍ଥଳକୁ ଯିବାକୁ କହିବା…

କେନ୍ଦୁଝରର ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍; ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ନେଇଗଲେ

କେନ୍ଦୁଝର: କେନ୍ଦୁଝରର ଯୋଡାରେ ଗୁରୁବାର ଦିନ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଏକ ଡକାୟତ ଦଳ ୧୦ ଲକ୍ଷ ଟଙ୍କା ସହ ବିପୁଳ ପରିମାଣର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ସୂଚନା ଅନୁଯାୟୀ, ସକାଳ ପ୍ରାୟ ୧୦ଟାରେ ବ୍ୟାଙ୍କ ଖୋଲିବା ପରେ ୫…

ଯାଜପୁର ଓ କେନ୍ଦୁଝର ଆନନ୍ଦପୁରରେ ଝାଡ଼ାବାନ୍ତି ସ୍ଥିତି ଅଣାୟତ

ଯାଜପୁର /ଆନନ୍ଦପୁର: ଜୀବନ ନେଉଛି ଡାଇରିଆ । ସ୍ଥିତି ଅଣାୟତ । ଆତଙ୍କିତ ଅଞ୍ଚଳବାସୀ । ତେବେ ଯାଜପୁର ଜିଲ୍ଲାରେ ବୋଲ ମାନୁନି ଝାଡାବାନ୍ତି । ସ୍ଥିତି ଅଣାୟତ ଦିଗକୁ ଗତି କରୁଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦କୁ ବୃଦ୍ଧି ପାଇବାରେ…

ବିମାନ ଦୁର୍ଘଟଣାଗ୍ରସ୍ତ ହେବାର କିଛି ସମୟ ପୂର୍ବରୁ ପାଇଲଟ ଦେଇଥିଲେ ବିପଦପୂର୍ଣ୍ଣ ସଙ୍କେତ

ଅହମ୍ମଦାବାଦ: ଏୟାର ଇଣ୍ଡିଆର ଏଆଇ-୧୭୧ ଯାତ୍ରୀବାହୀ ବିମାନ ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ବେଳେ ମେଘାନୀନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦେଖୁଦେଖୁ ବିମାନଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିଲା। ଏହି ଭୟାବହ ଦୁର୍ଘଟଣାରେ ବର୍ତ୍ତମାନ ମୃତାହତଙ୍କ ସଂଖ୍ୟା ଜଣାପଡ଼ି ନଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି…