ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡ଼ିବ ଜୋରିମାନା
କଟକ: ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡିବ ଜୋରିମାନା। କଟକ ମହାନଗର ନିଗମ (ସିଏମସି) ଆବର୍ଜନା ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏଭଳି କଠୋର ବ୍ୟବସ୍ଥା ଆପଣାଇବାକୁ ଯାଉଛି। ଘରୋଇ ଲୋକେ ରାସ୍ତାରେ ଅଳିଆ ଫିଙ୍ଗିଲେ ୧୦୦ ଟଙ୍କା…
