୨୪ ଘଣ୍ଟାରେ ୩୯୧ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ
ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର କୋଭିଡ ଡ୍ୟାସବୋର୍ଡରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୯୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ଫଳରେ ଦେଶରେ…
ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର କୋଭିଡ ଡ୍ୟାସବୋର୍ଡରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୯୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ଫଳରେ ଦେଶରେ…
ବାଲେଶ୍ଵର : ଟ୍ରେନ ଧକ୍କାରେ ଯୁବକ ମୃତ। ଅସାବଧାନତା ପାଇଁ ଚାଲିଗଲା ମୂଲ୍ୟବାନ ଜୀବନ । କାନରେ ଇୟର ଫୋନ୍ ଲଗାଇ ଟ୍ରେନ ଟ୍ରାକରେ ଯାଉଥିବା ବେଳେ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ । ବାଲେଶ୍ଵର ସହଦେବ ଖୁଣ୍ଟା ଅନ୍ତର୍ଗତ ଆନନ୍ଦ…
କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସିମଲାର ଆଇଜିଏମସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୋନିଆ ହିମାଚଳପ୍ରଦେଶର ସିମଲା ଅନ୍ତର୍ଗତ ଚାରବ୍ରାରେ ଥିଲେ। ସେଠାରେ ସେ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ…
ଖୋର୍ଦ୍ଧା: ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ। ବୋଲଗଡ଼ ଥାନା ଖଙ୍ଗୁରିଆ ପଞ୍ଚାୟତ ଇଚ୍ଛାପୁର ଗାଁରେ ଘଟିଛି ଏଭଳି ଅଘଟଣ। ଆହତ ଶିଶୁ ବୋଲଗଡ଼ ମେଡିକାଲ୍ରେ ଭର୍ତ୍ତି ହୋଇଛି। ବିସ୍ଫୋରଣର କାରଣ ଜଣାପଡ଼ି ନଥିବା ବେଳେ ଘଟଣାସ୍ଥଳରେ…
ବିଶ୍ଵର ଏକ ନମ୍ବର ଧନୀ ଏଲନ ମସ୍କ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଚାଲିଥିବା ବିବାଦର ପୂର୍ଣ୍ଣଚ୍ଛେଦ ପଡ଼ିବାକୁ ଯାଉଛି। ଦୁଇ ଜଣଙ୍କ ମଧ୍ୟରେ ବାକ୍ ଯୁଦ୍ଧ ଚାଲିଥିବା ସମୟରେ ଏଲନ ମସ୍କ ଏଥିରେ ପଛଘୁଞ୍ଚା ଦେଇଛନ୍ତି। ମସ୍କ…
ବ୍ରହ୍ମପୁର : ବ୍ରହ୍ମପୁର ଗୋଳନ୍ଥରା ଥାନା ଅଞ୍ଚଳରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାରେ ୪ ଗିରଫ। ଅଭିଯୁକ୍ତଙ୍କୁ ଗିରଫ କଲା ଗୋଳନ୍ଥରା ଥାନା ପୋଲିସ। ଦୁଇ ଦିନ ଧରି ତିନୋଟି ସ୍ଥାନରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିଥିଲେ ୪ ଜଣ ଅଭିଯୁକ୍ତ।…
ନୂଆଦିଲ୍ଲୀ: ଏବେ ଉତ୍ତରପ୍ରଦେଶରେ କେହି ନକଲି ବିବାହ ପଞ୍ଜିକରଣ କରିପାରିବେ ନାହିଁ। ବିବାହ ପଞ୍ଜିକରଣ ପ୍ରକ୍ରିୟାରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ବିବାହ ରୀତିନୀତି ସହିତ ଜଡିତ ଅସମ୍ପୂର୍ଣ୍ଣ ପ୍ରମାଣ ଆଉ ବିବାହ ପଞ୍ଜିକରଣ ପାଇଁ ଗ୍ରହଣ କରାଯିବ ନାହିଁ। କେବଳ…
ଭୁବନେଶ୍ୱର: କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ତାଇୱାନ୍ର ଚାଓୟାଙ୍ଗ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (ସିୱାଇୟୁଟି)ରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ଶନିବାର ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଅଚ୍ୟୁତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା।…
ନୂଆଦିଲ୍ଲୀ: ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଐତିହାସିକ ବିଜୟର ଦିନକ ପରେ ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମ ବାହାରେ ଦଳାଚକଡା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ୧୧ଜଣ ଖେଳପ୍ରେମୀଙ୍କ ଜୀବନ ଚାଲିଯାଇଥିବା ପ୍ରକାଶିତ ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଏହି ଘଟଣାରେ ଆରସିବି ଫ୍ରାଞ୍ଚାଇଜ୍…
ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ଉଠିଲା ତିନି ରଥର ଚାରିନାହାକା । ସ୍ନାନଯାତ୍ରାରେ ଉଠିବାକୁ ଥିବା ଚାରି ନାହାକା ଆଜି ଉଠାଯାଇଛି । ଭୋଇ ସେବକମାନେ ତୃତୀୟ ନମ୍ବର ହରିବୋଲ ପକାଇଛନ୍ତି । ସେପଟେ…