ହାଇଦ୍ରାବାଦରେ ସମ୍ବର୍ଦ୍ଧିତ ହେଲେ ଓଡିଆ ଯୁବଚାଷୀ ମାନସ

ପିପିଲି: ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ହରିଡାମଡା ଗ୍ରାମର ସଫଳ ଯୁବ ଚାଷୀ ମାନସ କୁମାର ଦାସଙ୍କୁ ଚଳିତ ବର୍ଷର ଜାତୀୟ ସ୍ତରୀୟ ମର୍ଯ୍ୟାଦାଜନକ ‘ଉକୃଷ୍ଟ କୃଷକ-୨୦୨୫’ ପୁରସ୍କାର ପ୍ରଦାନ କରାଯାଇଛି। ଭାରତୀୟ କୃଷି ଅନୁସନ୍ଧାନ ପରିଷଦ(ଆଇସିଏଆର୍‍), ନୂଆଦିଲ୍ଲୀ ଅନ୍ତର୍ଗତ ‘ରାଷ୍ଟ୍ରୀୟ କୃଷି…

ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟକୁ ସାର ଯୋଗାଣ ସ୍ଥିତି ତ୍ୱରାନ୍ୱିତ କରାଯାଇଛି । ସରକାରୀ ତଥ୍ୟ ଅନୁଯାୟୀ ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି । କିନ୍ତୁ ରାଜ୍ୟରେ ସାରର କୃତ୍ରିମ ଅଭାବ ଦର୍ଶାଇ…

ଗଣେଶ ପୂଜାରେ ଆଧ୍ୟାତ୍ମିକ ପ୍ରବଚନ, ହରି କଥାରେ ଭାବବିହ୍ବଳ ଗାଁ ଲୋକେ

ଅସ୍ତରଙ୍ଗ : ପର୍ବ, ପର୍ବାଣି, ପୂଜା, ମହୋତ୍ସବ ଆମ ଓଡିଆ ପରମ୍ପରାର ଏକ ଅଂଶ ବିଶେଷ। ବିଶେଷ ଭାବରେ ବିଘ୍ନ ବିନାୟକ ଗଣପତି ବାବା ଗଣେଶଙ୍କ ପୂଜା ଠାରୁ ପାର୍ବଣ ଋତୁ ଆରମ୍ଭ ହୋଇଥାଏ । ଏହି ସମୟରେ ବିଭିନ୍ନ ପର୍ବପର୍ବାଣି…

ଜମାକାରୀଙ୍କ ଟଙ୍କା ଆତ୍ମସାତ ଅଭିଯୋଗରେ ବନ୍ଧା ହେଲେ ପୋଷ୍ଟମାଷ୍ଟର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁର ଥାନା ଅଧୀନସ୍ଥ ଅନ୍ଧାରୀ ଶାଖା ଡାକଘରେ ଜମାକାରୀଙ୍କ ଲକ୍ଷ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ପୋଷ୍ଟମାଷ୍ଟରଙ୍କୁ ଗିରଫ କରାଯାଇଛି। ସୁନିତା ସାହୁ ନାମକ ଜଣେ ଜମାକାରୀଙ୍କ ଅଜାଣତରେ ଆକାଉଣ୍ଟରୁ ୧୦,୦୦୦ ଟଙ୍କା ଉଠାଯାଇଥିବା ଦେଖି…

ପାଞ୍ଚ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ହେରୋଇନ୍ ଜବନ୍, ଜଣେ ଗିରଫ

କଟକ : ପାଞ୍ଚ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ହେରୋଇନ୍ ଜବନ୍ । କଟକ ମାଲଗୋଦାମ ଥାନା ଅନ୍ତର୍ଗତ କଲେଜ୍ ଛକ ରୋଡ ବମ୍ବେ ହୋଟେଲ ନିକଟରୁ ଜବତ୍ କରିଛି ଜିଲ୍ଲା ଅବକାରୀ ସ୍ଵାଡ୍। ଜବତ୍ ହେରୋଇନ୍ ହେଉଛି ୪୩ ଗ୍ରାମ ।…

ଚୀନରେ ଶୁଭିଲା ‘ବନ୍ଦେ ମାତରଂ, ଭାରତ ମାତା କୀ ଜୟ’ ଧ୍ବନି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚୀନ ଗସ୍ତରେ ଯାଇ ଶନିବାର ତିଆନଜିନ ସହରରେ ପହଞ୍ଚିଛନ୍ତି, ଯେଉଁଠି ସେ ସାଂଘାଇ ସହଯୋଗ ସଂଗଠନ(ଏସସିଓ) ସମ୍ମିଳନୀରେ ଯୋଗଦେବେ। ତେ​‌ବେ ମୋଦୀ ଚୀନରେ ପହଞ୍ଚିବା ପରେ ଏକ ଅଭୂତପୂର୍ବ ଦୃଶ୍ୟ ଦେଖିବାକୁ ମିଳିଥିଲା। ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ଵାଗତ…

ସହରିଆଙ୍କ ପାଇଁ ଆସିଗଲା ‘ସହର ସାଥୀ’; ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସହରବାସୀଙ୍କ ପାଇଁ ଖୁସି ଖବର । ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସହର ସାଥୀ’ ସୁବିଧାର ଲୋକାର୍ପଣ କରିଛନ୍ତି । ଏହା ନାଗରିକମାନଙ୍କୁ ସଶକ୍ତ, ଦ୍ରୁତ ଏବଂ କ୍ରିୟାଶୀଳ ସେବା ପ୍ରଦାନ ସୁନିଶ୍ଚିତ…

ଓଡ଼ିଶା-ଛତିଶଗଡ଼ ସୀମାନ୍ତ ପୋଲିସକୁ ସଫଳତା; ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ପୋଲିସକୁ ସଫଳତା । ଗରିଆବନ୍ଧ ଜିଲ୍ଲା ମେନପୁର ଥାନା କୁଲହାଡ଼ିଘାଟ ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷା ବାହିନୀ । ଜବତ ସାମଗ୍ରୀ ମଧ୍ୟରେ ରହିଛି ସିଲାଇ ମେସିନ, ପିଟୁ ବ୍ୟାଗ୍, ଜୋତା,…

କାହାର ସାଥ ଦରକାର ନାହିଁ, ବିହାରରେ ଏକୁଟିଆ ନିର୍ବାଚନ ଲଢ଼ିବ ବିଏସପି

ନୂଆଦିଲ୍ଲୀ:ବହୁଜନ ସମାଜ ପାର୍ଟି (BSP) ବିହାରରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତିକୁ ଜୋରଦାର କରିଛି। ଗତ ଦୁଇ ଦିନ ମଧ୍ୟରେ, ଦଳର ବରିଷ୍ଠ ପଦାଧିକାରୀଙ୍କ ସହିତ ଏକ ବୈଠକରେ ପ୍ରାର୍ଥୀ ଚୟନ, ସାଂଗଠନିକ ପ୍ରସ୍ତୁତି ଏବଂ ରଣନୀତି ଉପରେ ଗଭୀର…

ଶକ୍ତି ରଞ୍ଜନ ଦାଶଙ୍କ ଅନମୋଲ ମାଇନ୍ସରେ ଇଡି ରେଡ୍, ୮ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ

ଭୁବନେଶ୍ୱର : ଶକ୍ତି ରଞ୍ଜନ ଦାଶଙ୍କ ଅନମୋଲ ମାଇନ୍ସରେ ଇଡି ରେଡ୍ । ଭୁବନେଶ୍ବରରେ ଶିମ୍ ଲା ED ପକ୍ଷରୁ ଶକ୍ତି ରଂଜନ ଦାଶ ଓ ତାଙ୍କ କମ୍ପାନୀ ଅନମୋଲ୍ ମାଇନ୍ସରେ ED ପକ୍ଷରୁ ଚଢାଉ କରାଯାଇଛି । ଅନମୋଲ୍ ମାଇନ୍ସ…