ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଅବସରରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ବର ରେଲୱେ ଅଡିଟୋରିୟମରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗୃହନିର୍ମାଣ…