ହୀରାକୁଦ ଜଳଭଣ୍ଡାରରୁ ହଟିଲା କଟକଣା, ବୁଲିପାରିବେ ପର୍ଯ୍ୟଟକ

ସମ୍ବଲପୁର: ଅପରେସନ ସିନ୍ଦୂର ସମୟରେ ହୀରାକୁଦ ଦଳଭଣ୍ଡାରର ସୁରକ୍ଷା ପାଇଁ ଜାରି ହୋଇଥିବା କଟକଣାକୁ ଆଜି ପ୍ରତ୍ୟାହର କରାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରକୁ ଆସିପାରିବେ ପର୍ଯ୍ୟଟକ । ଏହି କଟକଣା ହଟିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଜିଲ୍ଲାପାଳ…

ନବରଙ୍ଗପୁରରେ ଅଭାବନୀୟ ଘଟଣା, ପାଇଖାନା ଟାଙ୍କିରେ କାମ କରିବା ବେଳେ ୪ ଜଣଙ୍କ ମୃତ୍ୟୁ

ନବରଙ୍ଗପୁର : ଶ୍ବାସରୁଦ୍ଧ ହୋଇ ୪ ମୃତ । ପାଇଖାନା ଟାଙ୍କି ସଫା ବେଳେ ଶ୍ବାସରୁଦ୍ଧ ହୋଇ ୪ଜଣଙ୍କ ଜୀବନ ଯାଇଛି । ନବରଙ୍ଗପୁର ଜିଲ୍ଲା ପଡ଼ଲଗୁଡ଼ାରେ ଅଭାବନୀୟ ଘଟଣା ଘଟିଛି । ଘଟଣାସ୍ଥଳରେ ୩ ଓ ମେଡିକାଲରେ ଜଣଙ୍କ ମୃତ୍ୟୁ…

ମାଓବାଦୀ ୪ ଟନ୍‌ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣା, ବିସ୍ଫୋରକ ଗୋଦାମ ମାଲିକ ଗିରଫ

ରାଉରକେଲା: ମାଓବାଦୀ ୪ ଟନ୍‌ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣା। ବଡ଼ଗାଁର ବିସ୍ଫୋରକ ଗୋଦାମ ମାଲିକ ଶ୍ରବଣ ଅଗ୍ରୱାଲ ଗିରଫ। ଗୋଦାମ ମାଲିକଙ୍କୁ ଅଟକ ରଖି ପଚରାଉଚରା କରୁଥିଲା SIT। ରଘୁନାଥପାଲି ଥାନାରେ ଅଟକ ରଖି ପଚରାଉଚରା କରୁଥିଲା ଏସଆଇଟି। ବିସ୍ଫୋରକ…

JEE ଆଡଭାନ୍ସ ୨୦୨୫ ରେଜଲ୍ଟ ପ୍ରକାଶିତ, ରଜିତ ଗୁପ୍ତା ସର୍ବଭାରତୀୟ ଟପ୍ପର

JEE ଆଡଭାନ୍ସ ରେଜଲ୍ଟ ପ୍ରକାଶିତ ହୋଇଛି । ଚଳିତବର୍ଷ ପରୀକ୍ଷାର ଆୟୋଜନ ଆଇଆଇଟି କାନପୁରରେ ହୋଇଥିଲା । ପରୀକ୍ଷାର୍ଥୀ ନିଜର ରେଜଲ୍ଟ ଅଫିସିଆଲ ୱେବସାଇଟ jeeadv.ac.in କୁ ଯାଇ ଚେକ୍ କରିପାରିବେ । ରଜିତ ଗୁପ୍ତା ଚଳିତବର୍ଷ ଅଲ ଇଣ୍ଡିଆ ରାଙ୍କ…

ବିଜେଡିରୁ ଢ଼େଙ୍କାନାଳର ପୂର୍ବତନ ବ୍ଲକ୍‌ ସଭାପତି ବିଭୁ ପ୍ରସାଦ ଦେହୁରୀ ନିଲମ୍ବିତ

ଭୁବନେଶ୍ବର : ବିଜେଡିରୁ ବିଦା ହେଲେ ପୂର୍ବତନ ବ୍ଲକ୍‌ ସଭାପତି ବିଭୁ ପ୍ରସାଦ ଦେହୁରୀ। ଢ଼େଙ୍କାନାଳ ସଦର ବ୍ଲକ୍‌ର ପୂର୍ବତନ ବିଜେଡି ସଭାପତି ବିଭୁ ପ୍ରସାଦଙ୍କୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ନିଲମ୍ବନ କରିଛନ୍ତି ବିଜେଡି…

ଝାଡଖଣ୍ଡ ସୀମାନ୍ତରୁ ଅଢେଇ ଟନ୍ ବିସ୍ଫୋରକ ଜବତ କଲେ ସୁରକ୍ଷାକର୍ମୀ

ସୁନ୍ଦରଗଡ଼ : ପୁଣି ଅଢେଇ ଟନ୍ ବିସ୍ଫୋରକ ଜବତ । ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗରୁ ୪ ଟନ୍ ବିସ୍ଫୋରକ ଲୁଟ୍ ହୋଇଥିଲା । ଏହି ଘଟଣାରେ ପୁଣି ଅଢେଇ ଟନ୍ ବିସ୍ଫୋରକ ଜବତ ହୋଇଛି । ଝାଡଖଣ୍ଡ ସରଣ୍ଡାରେ SOG,…

କମିଲା ପରିବହନ ବିଭାଗର କ୍ଷମତା : ପୁଲିସ କରିବ ଗାଡ଼ି ଯାଞ୍ଚ

ଭୁବନେଶ୍ୱର : ରାଜ୍ୟର ସମସ୍ତ ସହରାଞ୍ଚଳରେ ପୁଲିସକୁ ମୋଟର ଯାନ ସମ୍ପର୍କିତ ସମସ୍ତ ଯାଞ୍ଚ କ୍ଷମତା ସହ ଜରିମାନା ଆଦାୟ କ୍ଷମତା ଦେବା ପାଇଁ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ରାଜ୍ୟ ପରିବହନ କମିସନର ଏକ ଚିଠି ଲେଖି…

ସିକ୍କିମ ଭୂସ୍ଖଳନରେ ୩ ଯବାନ ସହିଦ, ୬ ଜଣ ନିଖୋଜ

ସିକ୍କିମ: ପ୍ରବଳ ବର୍ଷା ପରେ ସିକ୍କିମରେ ଭୟଙ୍କର ଭୂସ୍ଖଳନ । ଭୂସ୍ଖଳନରେ ଧସିଲା ଯବାନଙ୍କ କ୍ୟାମ୍ପ୍ । ଉତ୍ତର ସିକ୍କିମର ଛାଟେନ୍ ଅଞ୍ଚଳରେ ଭୟଙ୍କର ଭୂସ୍ଖଳନରେ ଧସିଛି ଯବାନଙ୍କ କ୍ୟାମ୍ପ୍ । ଯେଉଁଥିରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ…

ଏଣିକି ବାଲ୍ୟବିବାହର ସୂଚନା ଦେବେ ପ୍ରଧାନଶିକ୍ଷକ, ସିଏମ୍‌ଆଇଓ ଭାବେ ଦିଆଗଲା ଦାୟିତ୍ବ

ଭୁବନେଶ୍ୱର: ଆଜି ବି କିଛି ଅଞ୍ଚଳରେ ହଟିନି ବାଲ୍ୟ ବିବାହ ପ୍ରଥା। ଆଜି ବି ବହୁତ ଗ୍ରାମରେ ବାଲ୍ୟ ବିବାହ ହେଉଛି। ଯେଉଁ ସ୍ଥାନରୁ ଅଭିଯୋଗ ଆସୁଛି ସେଠି ପ୍ରଶାସନ ରୋକିବାରେ ସଫଳ ହେଉଛି। କିନ୍ତୁ ଅନେକ ସ୍ଥାନରେ ଲୋକେ ଭୋଜି…

ବଢିଲା +୩ ନାମଲେଖା ଆବେଦନ ଅବଧି, ଜୁନ୍ ୪ତାରିଖ ଯାଏଁ କରିପାରିବେ ଆବେଦନ

ଭୁବନେଶ୍ୱର : ବଢିଲା +୩ ନାମଲେଖା ଆବେଦନ ଅବଧି । ଜୁନ୍ ୪ତାରିଖ ଯାଏଁ କରିପାରିବେ ଆବେଦନ । ୪ ତାରିଖ ରାତି ୧୧ଟା ୪୩ ଯାଏ ଆବେଦନ କରିପାରିବେ । ଛାତ୍ରଛାତ୍ରୀ ଅଭିଭାବକଙ୍କ ଦାବି ପରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ…