ରୁଷର ‘ବ୍ରିକ୍ସ’ ଯୁବ ବୈଜ୍ଞାନିକ ସମ୍ମିଳନୀରେ ଯୋଗଦେଲେ ଓଡ଼ିଆ ଝିଅ ମେଧା, ଚାରିଆଡ଼ୁ ଛୁଟୁଛି ପ୍ରଶଂସା
ଆମ ସମାଜରେ ଏବେ ପ୍ରତିଦିନ ହାତୀ ଓ ମଣିଷ ଭିତରେ ଅନେକ ଘଟଣା ଓ ଅଘଟଣ ଦେଖିବାକୁ ମିଳେ । ତେବେ ଏସବୁ ଜନସଂଖ୍ୟା ବୃଦ୍ଧି, ଜଗତୀକରଣ, ଶିଳ୍ପ କାରଖାନା ଓ ଜଙ୍ଗଲରେ ମଣିଷର ଜବରଦଖଲ ଯୋଗୁଁ ହେଉଛି । ଦିନକୁ…